1 Samuel 16:9 — Compare Translations
5 translations compared side by side
Odia - 1840
"ତା'ପରେ ୟିଶୀ ଶମ୍ମକକ୍ସ୍ଟ ଶାମୁୟେଲଙ୍କ ପାଖକକ୍ସ୍ଟ ଡକାଇଲେ। କିନ୍ତୁ ଶାମକ୍ସ୍ଟଯଲେ କହିଲେ, ନା, ଏହାକକ୍ସ୍ଟ ମଧ୍ଯ ସଦାପ୍ରଭୁ ମନୋନୀତ କରି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯିଶୀ ଶମ୍ମକୁ ଗମନ କରାଇଲା; ତହିଁରେ ସେ କହିଲେ, ସଦାପ୍ରଭୁ ଏହାକୁ ମଧ୍ୟ ମନୋନୀତ କରି ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିଶୀ ଶମ୍ମକୁ ଶାମୁୟେଲଙ୍କ ପାଖକୁ ଡକାଇଲେ। କିନ୍ତୁ ଶାମୁୟେଲ କହିଲେ, “ନା, ଏହାକୁ ମଧ୍ୟ ସଦାପ୍ରଭୁ ମନୋନୀତ କରି ନାହାନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯିଶୀ ଶମ୍ମକୁ ଗମନ କରାଇଲା; ତହିଁରେ ସେ କହିଲେ, “ସଦାପ୍ରଭୁ ଏହାକୁ ମଧ୍ୟ ମନୋନୀତ କରି ନାହାନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତେବେ ଯିଶୀ ଶମ୍ମକୁ ଗମନ କରାଇଲା; ତହିଁରେ ସେ କହିଲେ, ସଦାପ୍ରଭୁ ଏହାକୁ ମଧ୍ୟ ମନୋନୀତ କରି ନାହାନ୍ତି।