1 Samuel 17:1 — Compare Translations

5 translations compared side by side

Odia - 1840
"ପଲେଷ୍ଟୀୟ ସୈନ୍ଯସାମନ୍ତମାନେ ୟକ୍ସ୍ଟଦ୍ଧ ପାଇଁ ଏକତ୍ରୀତ ହେଲେ। ସମାନେେ ୟିହକ୍ସ୍ଟଦାର ଅଧିକାରସ୍ଥ ସୋଖୋର ସଂଗୃହିତ ହାଇେ ସୋଖୋ ଓ ଅ ସକୋ ମଧିଅରେ ଏଫସ୍-ଦମ୍ମୀମ ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପଲେଷ୍ଟୀୟମାନେ ଯୁଦ୍ଧ କରିବାକୁ ଆପଣାମାନଙ୍କ ସୈନ୍ୟସାମ; ସଂଗ୍ରହ କଲେ, ଆଉ ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍-ଦମ୍ମୀମରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗଲିୟାତ ଇସ୍ରାଏଲକୁ ଟ‌କ୍‌କର ଦିଅନ୍ତି ପଲେଷ୍ଟୀୟ ସୈନ୍ୟସାମନ୍ତମାନେ ଯୁଦ୍ଧ ପାଇଁ ଏକତ୍ରିତ ହେଲେ। ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍-ଦମ୍ମୀମରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପଲେଷ୍ଟୀୟମାନେ ଯୁଦ୍ଧ କରିବାକୁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ, ଆଉ ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍‍-ଦମ୍ମୀମରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପଲେଷ୍ଟୀୟମାନେ ଯୁଦ୍ଧ କରିବାକୁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ, ଆଉ ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍‍-ଦମ୍ମୀମରେ ଛାଉଣି ସ୍ଥାପନ କଲେ।