1 Samuel 17:10 — Compare Translations
5 translations compared side by side
Odia - 1840
"ପଲେଷ୍ଟୀୟ ମଧ୍ଯ କହିଲେ, ଆଜି ମୁ ଇଶ୍ରାୟେଲର ସୈନ୍ଯ ବାହିନୀକକ୍ସ୍ଟ ତକ୍ସ୍ଟଛ କରୁଅଛି। ମୁ ସାହାସ କରି କହକ୍ସ୍ଟଛି ମାେତେ ଜଣେ ଲୋକ ଦିଅ, ତବେେ ଆମ୍ଭମାନେେ ପରସ୍ପର ୟକ୍ସ୍ଟଦ୍ଧ କରିପାରିବକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେ ପଲେଷ୍ଟୀୟ କହିଲା, ଆଜି ମୁଁ ଇସ୍ରାଏଲର ସୈନ୍ୟ-ଶ୍ରେଣୀକି ତୁଚ୍ଛ କରୁଅଛି; ମୋତେ ଜଣେ ଲୋକ ଦିଅ, ଆମ୍ଭେମାନେ ପରସ୍ପର ଯୁଦ୍ଧ କରିବୁ ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟ ମଧ୍ୟ କହିଲା, “ଆଜି ମୁଁ ଇସ୍ରାଏଲର ସୈନ୍ୟବାହିନୀକୁ ତୁଚ୍ଛ କରୁଅଛି। ମୁଁ ସାହସ କରି କହୁଅଛି ମୋତେ ଜଣେ ଲୋକ ଦିଅ, ତେବେ ଆମ୍ଭେମାନେ ପରସ୍ପର ଯୁଦ୍ଧ କରି ପାରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେ ପଲେଷ୍ଟୀୟ କହିଲା, “ଆଜି ମୁଁ ଇସ୍ରାଏଲର ସୈନ୍ୟଶ୍ରେଣୀକୁ ତୁଚ୍ଛ କରୁଅଛି; ମୋତେ ଜଣେ ଲୋକ ଦିଅ, ଆମ୍ଭେମାନେ ପରସ୍ପର ଯୁଦ୍ଧ କରିବୁ।”
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେ ପଲେଷ୍ଟୀୟ କହିଲା, ଆଜି ମୁଁ ଇସ୍ରାଏଲର ସୈନ୍ୟଶ୍ରେଣୀକୁ ତୁଚ୍ଛ କରୁଅଛି; ମୋତେ ଜଣେ ଲୋକ ଦିଅ, ଆମ୍ଭେମାନେ ପରସ୍ପର ଯୁଦ୍ଧ କରିବୁ।