1 Samuel 17:11 — Compare Translations
5 translations compared side by side
Odia - 1840
"ଯେତବେେଳେ ଶାଉଲ ଓ ଇଶ୍ରାୟେଲୀୟମାନେ ପଲେଷ୍ଟୀୟର ଏହି ସକଳ କଥା ଶକ୍ସ୍ଟଣନ୍ତେ। ସମାନେେ ହତାଶ ହେଲେ ଓ ଅତିଶଯ ଭୟ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶାଉଲ ଓ ସମୁଦାୟ ଇସ୍ରାଏଲ ସେହି ପଲେଷ୍ଟୀୟର ଏହି ସକଳ କଥା ଶୁଣନ୍ତେ, ସେମାନେ ହତାଶ ହେଲେ ଓ ଅତିଶୟ ଭୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଶାଉଲ ଓ ଇସ୍ରାଏଲୀୟମାନେ ପଲେଷ୍ଟୀୟର ଏହି ସକଳ କଥା ଶୁଣନ୍ତେ। ସେମାନେ ହତାଶ ହେଲେ ଓ ଅତିଶୟ ଭୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାଉଲ ଓ ସମୁଦାୟ ଇସ୍ରାଏଲ ସେହି ପଲେଷ୍ଟୀୟର ଏହି ସକଳ କଥା ଶୁଣନ୍ତେ, ସେମାନେ ହତାଶ ହେଲେ ଓ ଅତିଶୟ ଭୟ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାଉଲ ଓ ସମୁଦାୟ ଇସ୍ରାଏଲ ସେହି ପଲେଷ୍ଟୀୟର ଏହି ସକଳ କଥା ଶୁଣନ୍ତେ, ସେମାନେ ହତାଶ ହେଲେ ଓ ଅତିଶୟ ଭୟ କଲେ।