1 Samuel 17:12 — Compare Translations

5 translations compared side by side

Odia - 1840
"ଦାଉଦ ୟିଶୀଙ୍କର ପକ୍ସ୍ଟତ୍ର ଥିଲେ, ୟିଶୀ ଥିଲେ ଇଫ୍ରାଥୀଯ ପରିବାରର ୟିଏ ବୈଥଲହମେ ଓ ୟିହକ୍ସ୍ଟଦା ରେ ବାସ କରୁଥିଲେ ଏବଂ ୟିଶୀଙ୍କର ଆଠପକ୍ସ୍ଟତ୍ର ଥିଲେ। ପକ୍ସ୍ଟଣି ଶାଉଲଙ୍କର ସମୟରେ ସେ ପୁରୁଷ ବୃଦ୍ଧ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦ ବେଥ୍ଲିହିମ୍ ଯିହୁଦା ନିବାସୀ ଏକ ଇଫ୍ରାଥୀୟ ପୁରୁଷର ପୁତ୍ର ଥିଲେ, ତାହାର ନାମ ଯିଶୀ; ତାହାର ଆଠ ପୁତ୍ର ଥିଲେ⇧; ପୁଣି ଶାଉଲଙ୍କ ସମୟରେ ସେ ପୁରୁଷ ବୃଦ୍ଧ ଓ ଲୋକମାନଙ୍କ ମଧ୍ୟରେ ଗତବୟସ୍କ ବୋଲି ଗଣିତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଯୁଦ୍ଧ ସମ୍ମୁଖକୁ ଗଲେ ଦାଉଦ ଯିଶୀଙ୍କର ପୁତ୍ର ଥିଲେ, ଯିଶୀ ଥିଲେ ଇଫ୍ରାଥିୟ ପରିବାରର, ଯିଏ ବୈ‌ଥ୍‌ଲେହମ ଓ ଯିହୁଦାରେ ବାସ କରୁଥିଲେ ଏବଂ ଯିଶୀଙ୍କର ଆଠ ପୁତ୍ର ଥିଲେ। ପୁଣି ଶାଉଲଙ୍କର ସମୟରେ ସେ ପୁରୁଷ ବୃଦ୍ଧ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାଉଦ ବେଥଲିହିମ ଯିହୁଦା ନିବାସୀ ଏକ ଇଫ୍ରାଥୀୟ ପୁରୁଷର ପୁତ୍ର ଥିଲେ, ତାହାର ନାମ ଯିଶୀ; ତାହାର ଆଠ ପୁତ୍ର ଥିଲେ; ପୁଣି, ଶାଉଲଙ୍କ ସମୟରେ ସେ ପୁରୁଷ ବୃଦ୍ଧ ଓ ଲୋକମାନଙ୍କ ମଧ୍ୟରେ ଗତବୟସ୍କ ବୋଲି ଗଣିତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଦାଉଦ ବେଥଲିହିମ ଯିହୁଦା ନିବାସୀ ଏକ ଇଫ୍ରାଥୀୟ ପୁରୁଷର ପୁତ୍ର ଥିଲେ, ତାହାର ନାମ ଯିଶୀ; ତାହାର ଆଠ ପୁତ୍ର ଥିଲେ; ପୁଣି, ଶାଉଲଙ୍କ ସମୟରେ ସେ ପୁରୁଷ ବୃଦ୍ଧ ଓ ଲୋକମାନଙ୍କ ମଧ୍ୟରେ ଗତବୟସ୍କ ବୋଲି ଗଣିତ ଥିଲା।