1 Samuel 17:13 — Compare Translations
5 translations compared side by side
Odia - 1840
"ୟିଶୀଙ୍କର ତିନି ବଡ ପକ୍ସ୍ଟତ୍ର ଶାଉଲଙ୍କକ୍ସ୍ଟ ପଶ୍ଚାତ ୟକ୍ସ୍ଟଦ୍ଧକକ୍ସ୍ଟ ୟାଇଥିଲେ। ପ୍ରଥମ ପକ୍ସ୍ଟତ୍ର ଥିଲେ ଇଲୀଯାବ୍ ଓ ଦ୍ବିତୀୟ ପକ୍ସ୍ଟତ୍ରର ନାମ ଅବିନାଦବ୍ ଓ ତୃତୀୟର ନାମ ଶମ୍ମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିଶୀର ତିନି ବଡ଼ ପୁତ୍ର ଶାଉଲଙ୍କର ପଶ୍ଚାତ୍ ଯୁଦ୍ଧକୁ ଯାଇଥିଲେ; ପୁଣି ଯୁଦ୍ଧକୁ ଯାଇଥିବା ତାହାର ତିନି ପୁତ୍ର ମଧ୍ୟରେ ଜ୍ୟେଷ୍ଠର ନାମ ଇଲୀୟାବ ଓ ଦ୍ଵିତୀୟର ନାମ ଅବିନାଦବ ଓ ତୃତୀୟର ନାମ ଶମ୍ମ, ଆଉ ଦାଉଦ କନିଷ୍ଠ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିଶୀଙ୍କର ତିନି ବଡ଼ ପୁତ୍ର ଶାଉଲଙ୍କର ପଶ୍ଚାତ ଯୁଦ୍ଧକୁ ଯାଇଥିଲେ। ପ୍ରଥମ ପୁତ୍ର ଥିଲେ ଇଲୀୟାବ୍ ଓ ଦ୍ୱିତୀୟ ପୁତ୍ରର ନାମ ଅବିନାଦବ୍ ଓ ତୃତୀୟର ନାମ ଶମ୍ମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିଶୀର ତିନି ବଡ଼ ପୁତ୍ର ଶାଉଲଙ୍କର ପଶ୍ଚାତ୍ ଯୁଦ୍ଧକୁ ଯାଇଥିଲେ; ପୁଣି, ଯୁଦ୍ଧକୁ ଯାଇଥିବା ତାହାର ତିନି ପୁତ୍ର ମଧ୍ୟରେ ଜ୍ୟେଷ୍ଠର ନାମ ଇଲୀୟାବ୍ ଓ ଦ୍ୱିତୀୟର ନାମ ଅବୀନାଦବ ଓ ତୃତୀୟର ନାମ ଶମ୍ମ, ଆଉ ଦାଉଦ କନିଷ୍ଠ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯିଶୀର ତିନି ବଡ଼ ପୁତ୍ର ଶାଉଲଙ୍କର ପଶ୍ଚାତ୍ ଯୁଦ୍ଧକୁ ଯାଇଥିଲେ; ପୁଣି, ଯୁଦ୍ଧକୁ ଯାଇଥିବା ତାହାର ତିନି ପୁତ୍ର ମଧ୍ୟରେ ଜ୍ୟେଷ୍ଠର ନାମ ଇଲୀୟାବ୍ ଓ ଦ୍ୱିତୀୟର ନାମ ଅବୀନାଦବ ଓ ତୃତୀୟର ନାମ ଶମ୍ମ, ଆଉ ଦାଉଦ କନିଷ୍ଠ ଥିଲେ।