1 Samuel 17:14 — Compare Translations

5 translations compared side by side

Odia - 1840
"ଦାଉଦ ଥିଲେ ସବୁଠାରକ୍ସ୍ଟ କନିଷ୍ଠ। ତିନିଜଣ ଜେଷ୍ଠ ପକ୍ସ୍ଟତ୍ର ଶାଉଲଙ୍କର ସୈନ୍ଯ ଛାଉଣୀ ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ବଡ଼ ତିନି ଜଣ ଶାଉଲଙ୍କର ଅନୁଗାମୀ ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଥିଲେ ସବୁଠାରୁ କନିଷ୍ଠ। ତିନି ଜଣ ଜ୍ୟେଷ୍ଠ ପୁତ୍ର ଶାଉଲଙ୍କର ସୈନ୍ୟ ଛାଉଣିରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ବଡ଼ ତିନି ଜଣ ଶାଉଲଙ୍କର ଅନୁଗାମୀ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
କେବଳ ବଡ଼ ତିନି ଜଣ ଶାଉଲଙ୍କର ଅନୁଗାମୀ ହୋଇଥିଲେ।