1 Samuel 17:15 — Compare Translations
5 translations compared side by side
Odia - 1840
"କିନ୍ତୁ ଦାଉଦ ଆପଣା ପିତାର ମଷେପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରକ୍ସ୍ଟ ବୈଥଲହମେକକ୍ସ୍ଟ ସମୟ ସମୟରେ ୟାଅ ଆସ କରୁଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବେଥ୍ଲିହିମ୍କୁ ଯାʼଆସ କରୁଥାʼନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବୈଥ୍ଲେହମକୁ ସମୟ ସମୟରେ ଯାଆ ଆସ କରୁଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବେଥଲିହିମକୁ ଯାʼଆସ କରୁଥାଆନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବେଥଲିହିମକୁ ଯା’ଆସ କରୁଥାଆନ୍ତି।