1 Samuel 17:16 — Compare Translations

5 translations compared side by side

Odia - 1840
"ସହେି ପଲେଷ୍ଟୀୟ ରାକ୍ଷସଟି ଗ୍ଭଳିଶ ଦିନ ପର୍ୟ୍ଯନ୍ତ ପ୍ରାତଃକାଳ ରେ ଓ ସନ୍ଧ୍ଯା ସମୟରେ ଇଶ୍ରାୟେଲର ସୈନ୍ଯ ସମ୍ମକ୍ସ୍ଟଖକକ୍ସ୍ଟ ଆସକ୍ସ୍ଟଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ପଲେଷ୍ଟୀୟ ଲୋକ ଚାଳିଶ ଦିନ ପର୍ଯ୍ୟନ୍ତ ପ୍ରାତଃକାଳରେ ଓ ସନ୍ଧ୍ୟାକାଳରେ ନିକଟକୁ ଆସି ଆପଣାକୁ ଦେଖାଉଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପଲେଷ୍ଟୀୟ ରାକ୍ଷସଟି ଗ୍ଭଳିଶ୍ ଦିନ ପର୍ଯ୍ୟନ୍ତ ପ୍ରାତଃକାଳରେ ଓ ସନ୍ଧ୍ୟା ସମୟରେ ଇସ୍ରାଏଲର ସୈନ୍ୟ ସମ୍ମୁଖକୁ ଆସୁଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ପଲେଷ୍ଟୀୟ ଲୋକ ଚାଳିଶ ଦିନ ପର୍ଯ୍ୟନ୍ତ ପ୍ରାତଃକାଳରେ ଓ ସନ୍ଧ୍ୟାକାଳରେ ନିକଟକୁ ଆସି ଆପଣାକୁ ଦେଖାଉଥାଏ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ପଲେଷ୍ଟୀୟ ଲୋକ ଚାଳିଶ ଦିନ ପର୍ଯ୍ୟନ୍ତ ପ୍ରାତଃକାଳରେ ଓ ସନ୍ଧ୍ୟାକାଳରେ ନିକଟକୁ ଆସି ଆପଣାକୁ ଦେଖାଉଥାଏ।