1 Samuel 17:18 — Compare Translations

5 translations compared side by side

Odia - 1840
"ସେ ମଧ୍ଯ ତାଙ୍କୁ କହିଲେ, ଏହି ଦଶଖଣ୍ତ ବଡ ଛନୋପୋଡ 1,000 ସୈନ୍ଯମାନଙ୍କର କଲ୍ଗାନମାନଙ୍କ ପାଇଁ ନଇୟୋଅ ଏବଂ ତୁମ୍ଭର ଭାଇମାନଙ୍କର କକ୍ସ୍ଟଶଳତାର ଖବର ଆଣିବା ସହିତ ସମାନେେ ଭଲ ଅଛନ୍ତି କିଛି ଗୋଟିଏ ଦ୍ରବ୍ଯ ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏହି ଦଶ ଖଣ୍ତ ଛେନାଚକ୍ତି ସେମାନଙ୍କର ସହସ୍ରପତି ନିକଟକୁ ଘେନି ଯାଅ ଓ ତୁମ୍ଭ ଭାଇମାନଙ୍କର କୁଶଳବାର୍ତ୍ତା ପଚାରି ସେମାନଙ୍କର କୌଣସି ଚିହ୍ନ ଆଣ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମଧ୍ୟ ତାଙ୍କୁ କହିଲେ, “ଏହି ଦଶଖଣ୍ତ ବଡ଼ ଛେନାପୋଡ଼ 1000 ସୈନ୍ୟମାନଙ୍କର କପ୍ତାନମାନଙ୍କ ପାଇଁ ନେଇ ଯାଅ ଏବଂ ତୁମ୍ଭର ଭାଇମାନଙ୍କର କୁଶଳତାର ଖବର ଆଣିବା ସହିତ, ସେମାନେ କିପରି ଅଛନ୍ତି ତାହା ଜାଣିବା ନିମନ୍ତେ କିଛି ଚିହ୍ନ ଆଣ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏହି ଦଶ ଖଣ୍ଡ ଛେନାଚକ୍ତି ସେମାନଙ୍କର ସହସ୍ରପତି ନିକଟକୁ ଘେନିଯାଅ ଓ ତୁମ୍ଭ ଭାଇମାନଙ୍କର କୁଶଳବାର୍ତ୍ତା ପଚାରି ସେମାନଙ୍କର କୌଣସି ଚିହ୍ନ ଆଣ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏହି ଦଶ ଖଣ୍ଡ ଛେନାଚକ୍ତି ସେମାନଙ୍କର ସହସ୍ରପତି ନିକଟକୁ ଘେନି ଯାଅ ଓ ତୁମ୍ଭ ଭାଇମାନଙ୍କର କୁଶଳବାର୍ତ୍ତା ପଚାରି ସେମାନଙ୍କର କୌଣସି ଚିହ୍ନ ଆଣ।