1 Samuel 17:19 — Compare Translations
5 translations compared side by side
Odia - 1840
"ତୁମ୍ଭର ଭାଇମାନେ ଶାଉଲଙ୍କ ସାଥି ରେ ଇଶ୍ରାୟେଲୀୟ ସୈନ୍ଯମାନଙ୍କ ସହିତ ଏଲା ତଳ ଭୂମିରେ ଥାଇ ପଲେଷ୍ଟୀୟମାନଙ୍କ ସହିତ ୟକ୍ସ୍ଟଦ୍ଧ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମୟରେ ଶାଉଲ ଓ ସେମାନେ ଓ ସମସ୍ତ ଇସ୍ରାଏଲ ଲୋକ ଏଲା ତଳଭୂମିରେ ଥାଇ ପଲେଷ୍ଟୀୟ-ମାନଙ୍କ ସହିତ ଯୁଦ୍ଧ କରୁଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଭାଇମାନେ ଶାଉଲଙ୍କ ସାଥୀରେ ଇସ୍ରାଏଲୀୟ ସୈନ୍ୟମାନଙ୍କ ସହିତ ଏଲା ତଳ ଭୂମିରେ ଥାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରୁଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ ଶାଉଲ ଓ ସେମାନେ ଓ ସମସ୍ତ ଇସ୍ରାଏଲ ଲୋକ ଏଲା ତଳଭୂମିରେ ଥାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରୁଥିଲେ।”
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ ଶାଉଲ ଓ ସେମାନେ ଓ ସମସ୍ତ ଇସ୍ରାଏଲ ଲୋକ ଏଲା ତଳଭୂମିରେ ଥାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରୁଥିଲେ।