1 Samuel 17:2 — Compare Translations

5 translations compared side by side

Odia - 1840
"ଶାଉଲ ଅଧିନ ରେ ଓ ଇଶ୍ରାୟେଲୀୟ ଲୋକମାନେ ଏଲା ତଳଭୂମିରେ ଏକତ୍ରୀତ ହାଇେ ଛାଉଣୀ ସ୍ଥାପନ କଲେ। ସମାନେେ ପଲେଷ୍ଟୀୟମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ସୈନ୍ଯ ସଜାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶାଉଲ ଓ ଇସ୍ରାଏଲ ଲୋକମାନେ ସଂଗୃହୀତ ହୋଇ ଏଲା ତଳଭୂମିରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଓ ଇସ୍ରାଏଲୀୟ ଲୋକମାନେ ଏଲା ତଳଭୂମିରେ ଏକତ୍ରିତ ହୋଇ ଛାଉଣି ସ୍ଥାପନ କଲେ। ସେମାନେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ସୈନ୍ୟ ସଜାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାଉଲ ଓ ଇସ୍ରାଏଲ ଲୋକମାନେ ସଂଗୃହୀତ ହୋଇ ଏଲା ତଳଭୂମିରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାଉଲ ଓ ଇସ୍ରାଏଲ ଲୋକମାନେ ସଂଗୃହୀତ ହୋଇ ଏଲା ତଳଭୂମିରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲେ।