1 Samuel 17:20 — Compare Translations
5 translations compared side by side
Odia - 1840
"ଦାଉଦ ପ୍ରଭାତ ରେ ଉଠି ଜଣେ ରଖକ୍ସ୍ଟଆଳି ହସ୍ତ ରେ ମଷେପଲ ଛାଡି ୟିଶୀର ଆଜ୍ଞା ଅନକ୍ସ୍ଟସା ରେ ସେସବୁ ଦ୍ରବ୍ଯ ନଇଗେଲେ। ସୈନ୍ଯଗଣ ବାହାରି ୟକ୍ସ୍ଟଦ୍ଧ ନିମନ୍ତେ ମହାନାଦ କରିବା ସମୟରେ ସେ ଶଗଡ ବନ୍ଦୀ ଜାଗା ରେ ଉପସ୍ଥିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଦାଉଦ ପ୍ରଭାତରେ ଉଠି ଜଣେ ରଖୁଆଳ ହସ୍ତରେ ମେଷପଲ ଛାଡ଼ି ଯିଶୀର ଆଜ୍ଞାନୁସାରେ ସେସବୁ ଦ୍ରବ୍ୟ ନେଇ ଗମନ କଲେ; ପୁଣି ସୈନ୍ୟଗଣ ବାହାରି ଯୁଦ୍ଧ ନିମନ୍ତେ ମହାନାଦ କରିବା ସମୟରେ ସେ ଶଗଡ଼ବନ୍ଦି ସ୍ଥାନରେ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ପ୍ରଭାତରେ ଉଠି ଜଣେ ରଖୁଆଳି ହସ୍ତରେ ମେଷପଲ ଛାଡ଼ି ଯିଶୀର ଆଜ୍ଞା ଅନୁସାରେ ସେସବୁ ଦ୍ରବ୍ୟ ନେଇଗଲେ। ସୈନ୍ୟଗଣ ବାହାରି ଯୁଦ୍ଧ ନିମନ୍ତେ ମହାନାଦ କରିବା ସମୟରେ ସେ ଶଗଡ଼ ବନ୍ଦୀ ଜାଗାରେ ଉପସ୍ଥିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଦାଉଦ ପ୍ରଭାତରେ ଉଠି ଜଣେ ରଖୁଆଳ ହସ୍ତରେ ମେଷପଲ ଛାଡ଼ି ଯିଶୀର ଆଜ୍ଞାନୁସାରେ ସେସବୁ ଦ୍ରବ୍ୟ ନେଇ ଗମନ କଲେ; ପୁଣି, ସୈନ୍ୟଗଣ ବାହାରି ଯୁଦ୍ଧ ନିମନ୍ତେ ମହାନାଦ କରିବା ସମୟରେ ସେ ଶଗଡ଼ବନ୍ଦି ସ୍ଥାନରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଦାଉଦ ପ୍ରଭାତରେ ଉଠି ଜଣେ ରଖୁଆଳ ହସ୍ତରେ ମେଷପଲ ଛାଡ଼ି ଯିଶୀର ଆଜ୍ଞାନୁସାରେ ସେସବୁ ଦ୍ରବ୍ୟ ନେଇ ଗମନ କଲେ; ପୁଣି, ସୈନ୍ୟଗଣ ବାହାରି ଯୁଦ୍ଧ ନିମନ୍ତେ ମହାନାଦ କରିବା ସମୟରେ ସେ ଶଗଡ଼ବନ୍ଦି ସ୍ଥାନରେ ଉପସ୍ଥିତ ହେଲେ।