1 Samuel 17:21 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲୀୟମାନେ ଓ ପଲେଷ୍ଟୀୟମାନେ ୟକ୍ସ୍ଟଦ୍ଧ ସଜାଇଲେ ଓ ସୈନ୍ଯଶ୍ ରଣେୀ ପରସ୍ପର ମକ୍ସ୍ଟହାଁ ମକ୍ସ୍ଟହିଁ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇସ୍ରାଏଲ ଓ ପଲେଷ୍ଟୀୟମାନେ ଯୁଦ୍ଧ ସଜାଇଲେ ଓ ସୈନ୍ୟଶ୍ରେଣୀ ପରସ୍ପର ସମ୍ମୁଖାସମ୍ମୁଖୀ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ଓ ପଲେଷ୍ଟୀୟମାନେ ଯୁଦ୍ଧ ସଜାଇଲେ ଓ ସୈନ୍ୟଶ୍ରେଣୀ ପରସ୍ପର ମୁହାଁ ମୁହିଁ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇସ୍ରାଏଲ ଓ ପଲେଷ୍ଟୀୟମାନେ ଯୁଦ୍ଧ ସଜାଇଲେ ଓ ସୈନ୍ୟଶ୍ରେଣୀ ପରସ୍ପର ସମ୍ମୁଖାସମ୍ମୁଖୀ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇସ୍ରାଏଲ ଓ ପଲେଷ୍ଟୀୟମାନେ ଯୁଦ୍ଧ ସଜାଇଲେ ଓ ସୈନ୍ୟଶ୍ରେଣୀ ପରସ୍ପର ସମ୍ମୁଖାସମ୍ମୁଖୀ ହେଲେ।