1 Samuel 17:22 — Compare Translations
5 translations compared side by side
Odia - 1840
"ଦାଉଦ ସାମଗ୍ରୀ ରକ୍ଷକ ହସ୍ତ ରେ, ନିଜର ସାମଗ୍ରୀ ରଖି ସୈନ୍ଯମାନଙ୍କ ମଝିକକ୍ସ୍ଟ ଆସି ନିଜର ଭାଇମାନଙ୍କୁ କକ୍ସ୍ଟଶଳବାର୍ତ୍ତା ପଚାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ସାମଗ୍ରୀରକ୍ଷକ ହସ୍ତରେ ଆପଣା ସାମଗ୍ରୀ ରଖି ସୈନ୍ୟଶ୍ରେଣୀ ମଧ୍ୟକୁ ଦୌଡ଼ି ଆସି ଆପଣା ଭାଇମାନଙ୍କୁ କୁଶଳବାର୍ତ୍ତା ପଚାରିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ସାମଗ୍ରୀ ରକ୍ଷକ ହସ୍ତରେ, ନିଜର ସାମଗ୍ରୀ ରଖି ସୈନ୍ୟମାନଙ୍କ ମଝିକୁ ଆସି ନିଜର ଭାଇମାନଙ୍କୁ କୁଶଳବାର୍ତ୍ତା ପଗ୍ଭରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦ ସାମଗ୍ରୀରକ୍ଷକ ହସ୍ତରେ ଆପଣା ସାମଗ୍ରୀ ରଖି ସୈନ୍ୟଶ୍ରେଣୀ ମଧ୍ୟକୁ ଦୌଡ଼ିଆସି ଆପଣା ଭାଇମାନଙ୍କୁ କୁଶଳବାର୍ତ୍ତା ପଚାରିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାଉଦ ସାମଗ୍ରୀରକ୍ଷକ ହସ୍ତରେ ଆପଣା ସାମଗ୍ରୀ ରଖି ସୈନ୍ୟଶ୍ରେଣୀ ମଧ୍ୟକୁ ଦୌଡ଼ି ଆସି ଆପଣା ଭାଇମାନଙ୍କୁ କୁଶଳବାର୍ତ୍ତା ପଚାରିଲା।