1 Samuel 17:24 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ସମସ୍ତ ସୈନ୍ଯଗଣ ସହେି ପୁରୁଷକକ୍ସ୍ଟ ଦେଖି ତାହା ସମ୍ମକ୍ସ୍ଟଖରକ୍ସ୍ଟ ପଳାଇଲେ ଓ ଅତି ଭୟଭୀତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଇସ୍ରାଏଲ ଲୋକ ସମସ୍ତେ ସେହି ପୁରୁଷକୁ ଦେଖି ତାହା ସମ୍ମୁଖରୁ ପଳାଇଲେ ଓ ଅତିଶୟ ଭୀତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ସମସ୍ତ ସୈନ୍ୟଗଣ ସେହି ପୁରୁଷକୁ ଦେଖି ତାହା ସମ୍ମୁଖରୁ ପଳାଇଲେ ଓ ଅତି ଭୟଭୀତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଇସ୍ରାଏଲ ଲୋକ ସମସ୍ତେ ସେହି ପୁରୁଷକୁ ଦେଖି ତାହା ସମ୍ମୁଖରୁ ପଳାଇଲେ ଓ ଅତିଶୟ ଭୀତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଇସ୍ରାଏଲ ଲୋକ ସମସ୍ତେ ସେହି ପୁରୁଷକୁ ଦେଖି ତାହା ସମ୍ମୁଖରୁ ପଳାଇଲେ ଓ ଅତିଶୟ ଭୀତ ହେଲେ।