1 Samuel 17:26 — Compare Translations
5 translations compared side by side
Odia - 1840
"ଦାଉଦ ସଠାେରେ ଠିଆ ହାଇେଥିବା ଲୋକମାନଙ୍କୁ ପଚାରିଲେ, ସେ କ'ଣ କହିଲା? ଯେଉଁଲୋକ ଏହି ପଲେଷ୍ଟୀୟକକ୍ସ୍ଟ ବଧ କରି ଏବଂ ଇଶ୍ରାୟେଲର ଏହି ଅପମାନ ଦୂର କରିବ, ତାହାପ୍ରତି କ'ଣ କରାୟିବ? କିଏ ଏହି ଅସକ୍ସ୍ଟନ୍ନତ ପଲେଷ୍ଟୀୟ ୟିଏ ଜୀବିତ ପରମେଶ୍ବରଙ୍କ ସୈନ୍ଯ ଛାଉଣୀକି ଅବମାନନା କରିବାକୁ ସାହାସ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କʼଣ କରାଯିବ? କାରଣ ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ଵରଙ୍କ ସୈନ୍ୟଶ୍ରେଣୀକି ତୁଚ୍ଛ କରିବ?
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ସେଠାରେ ଠିଆ ହୋଇଥିବା ଲୋକମାନଙ୍କୁ ପଗ୍ଭରିଲେ, “ସେ କ’ଣ କହିଲା? ଯେଉଁ ଲୋକ ଏହି ପଲେଷ୍ଟୀୟକୁ ବଧ କରି ଏବଂ ଇସ୍ରାଏଲର ଏହି ଅପମାନ ଦୂର କରିବ, ତାହା ପ୍ରତି କ’ଣ କରାଯିବ? କିଏ ଏହି ଅସୁନ୍ନତ ପଲେଷ୍ଟୀୟ ଯିଏ ଜୀବିତ ପରମେଶ୍ୱରଙ୍କ ସୈନ୍ୟ ଛାଉଣିକି ଅବମାନନା କରିବାକୁ ସାହସ କରେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, “ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କʼଣ କରାଯିବ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ?”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କ’ଣ କରାଯିବ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ?