1 Samuel 17:27 — Compare Translations
5 translations compared side by side
Odia - 1840
"ଲୋକମାନେ ପୂର୍ବପରି ଉତ୍ତର ଦଇେ କହିଲେ, ଯେ ତାହାକକ୍ସ୍ଟ ବଧ କରିବ, ତାହାକକ୍ସ୍ଟ ପକ୍ସ୍ଟରସ୍କୃତ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲୋକମାନେ ପୂର୍ବ ପରି ଉତ୍ତର ଦେଇ କହିଲେ, ଯେ ତାହାକୁ ବଧ କରିବ, ତାହା ପ୍ରତି ଉପରୋକ୍ତ ପ୍ରକାରେ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ପୂର୍ବପରି ଉତ୍ତର ଦେଇ କହିଲେ, ଯେ ତାହାକୁ ବଧ କରିବ, ତାହାକୁ ପୁରସ୍କୃତ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲୋକମାନେ ପୂର୍ବ ପରି ଉତ୍ତର ଦେଇ କହିଲେ, ଯେ ତାହାକୁ ବଧ କରିବ, ତାହା ପ୍ରତି ଉପରୋକ୍ତ ପ୍ରକାରେ କରାଯିବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲୋକମାନେ ପୂର୍ବ ପରି ଉତ୍ତର ଦେଇ କହିଲେ, ଯେ ତାହାକୁ ବଧ କରିବ, ତାହା ପ୍ରତି ଉପରୋକ୍ତ ପ୍ରକାରେ କରାଯିବ।