1 Samuel 17:28 — Compare Translations

5 translations compared side by side

Odia - 1840
"ଦାଉଦ ସହେି ଲୋକମାନଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ ତା'ର ଜେଷ୍ଠଭ୍ରାତା ଇଲୀଯାବ ଶକ୍ସ୍ଟଣିଲା। ଇଲୀଯାବର କୋରଧ ଦାଉଦ ଉପରେ ପ୍ରଜ୍ବଳିତ ହେଲା, ଆଉ ସେ କହିଲା, ତକ୍ସ୍ଟ ଏଠାକକ୍ସ୍ଟ କାହିଁକି ଆସିଲକ୍ସ୍ଟ? ପ୍ରାନ୍ତର ରେ ତକ୍ସ୍ଟ ମେଣ୍ତାମାନଙ୍କୁ କାହା ପାଖ ରେ ଛାଡିଲକ୍ସ୍ଟ? ମୁ ତୋ ଗର୍ବ ଓ ତୋ ମନର ଦକ୍ସ୍ଟଷ୍ଟତା ଜାଣେ। କାରଣ ତକ୍ସ୍ଟ କବଳେ ୟକ୍ସ୍ଟଦ୍ଧ ଦେଖିବା ପାଇଁ ଆସିଛକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଲୋକମାନଙ୍କୁ କହିବା ବେଳେ ତାଙ୍କର ଜ୍ୟେଷ୍ଠ ଭ୍ରାତା ଇଲୀୟାବ ଶୁଣିଲା; ତହିଁରେ ଇଲୀୟାବର କ୍ରୋଧ ଦାଉଦଙ୍କ ଉପରେ ପ୍ରଜ୍ଵଳିତ ହେଲା, ଆଉ ସେ କହିଲା, ତୁ କାହିଁକି ଏଠିକି ଆସିଲୁ? ପ୍ରାନ୍ତରରେ ତୁ ସେ ମେଣ୍ଢା କେତୋଟି କାହା ପାଖରେ ଛାଡ଼ିଲୁ? ମୁଁ ତୋʼ ଗର୍ବ ଓ ତୋʼ ମନର ଦୁଷ୍ଟତା ଜାଣେ; କାରଣ ତୁ ଯୁଦ୍ଧ ଦେଖିବା ପାଇଁ ଆସିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ସେହି ଲୋକମାନଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ ତା’ର ଜ୍ୟେଷ୍ଠଭ୍ରାତା ଇଲୀୟାବ ଶୁଣିଲା। ଇଲୀୟାବର କ୍ରୋଧ ଦାଉଦ ଉପରେ ପ୍ରଜ୍ୱଳିତ ହେଲା, ଆଉ ସେ କହିଲା, “ତୁ ଏଠାକୁ କାହିଁକି ଆସିଲୁ? ପ୍ରାନ୍ତରରେ ମେଣ୍ଢାମାନଙ୍କୁ କାହା ପାଖରେ ଛାଡ଼ିଲୁ? ମୁଁ ତୋ’ ଗର୍ବ ଓ ମନର ଦୁଷ୍ଟତା ଜାଣେ। କାରଣ ତୁ କେବଳ ଯୁଦ୍ଧ ଦେଖିବା ପାଇଁ ଆସିଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଲୋକମାନଙ୍କୁ କହିବା ବେଳେ ତାଙ୍କର ଜ୍ୟେଷ୍ଠ ଭ୍ରାତା ଇଲୀୟାବ୍‍ ଶୁଣିଲା; ତହିଁରେ ଇଲୀୟାବ୍‍ର କ୍ରୋଧ ଦାଉଦଙ୍କ ଉପରେ ପ୍ରଜ୍ୱଳିତ ହେଲା, ଆଉ ସେ କହିଲା, “ତୁ କାହିଁକି ଏଠିକି ଆସିଲୁ? ପ୍ରାନ୍ତରରେ ତୁ ସେ ମେଣ୍ଢା କେତୋଟି କାହା ପାଖରେ ଛାଡ଼ିଲୁ? ମୁଁ ତୋʼ ଗର୍ବ ଓ ତୋʼ ମନର ଦୁଷ୍ଟତା ଜାଣେ; କାରଣ ତୁ ଯୁଦ୍ଧ ଦେଖିବା ପାଇଁ ଆସିଅଛୁ।”
Odia IRV 2017 (ଓଡିଆ ବାଇବେଲ)
ସେ ଲୋକମାନଙ୍କୁ କହିବା ବେଳେ ତାଙ୍କର ଜ୍ୟେଷ୍ଠ ଭ୍ରାତା ଇଲୀୟାବ୍‍ ଶୁଣିଲା; ତହିଁରେ ଇଲୀୟାବ୍‍ର କ୍ରୋଧ ଦାଉଦଙ୍କ ଉପରେ ପ୍ରଜ୍ୱଳିତ ହେଲା, ଆଉ ସେ କହିଲା, ତୁ କାହିଁକି ଏଠିକି ଆସିଲୁ? ପ୍ରାନ୍ତରରେ ତୁ ସେ ମେଣ୍ଢା କେତୋଟି କାହା ପାଖରେ ଛାଡ଼ିଲୁ? ମୁଁ ତୋ’ ଗର୍ବ ଓ ତୋ’ ମନର ଦୁଷ୍ଟତା ଜାଣେ; କାରଣ ତୁ ଯୁଦ୍ଧ ଦେଖିବା ପାଇଁ ଆସିଅଛୁ।