1 Samuel 17:3 — Compare Translations
5 translations compared side by side
Odia - 1840
"ତହିଁରେ ପଲେଷ୍ଟୀୟମାନେ ପର୍ବତର ଏକ ଦିଗ ରେ ଓ ଇଶ୍ରାୟେଲ ପର୍ବତର ଅନ୍ୟ ଦିଗ ରେ ଠିଆ ହେଲେ। ଉଭୟଙ୍କ ମଧିଅରେ ଉପତ୍ୟକା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ପଲେଷ୍ଟୀୟମାନେ ପର୍ବତର ଏକ ଦିଗରେ ଓ ଇସ୍ରାଏଲୀୟମାନେ ପର୍ବତର ଅନ୍ୟ ଦିଗରେ ଠିଆ ହେଲେ; ପୁଣି ଉଭୟଙ୍କ ମଧ୍ୟରେ ଉପତ୍ୟକା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ପଲେଷ୍ଟୀୟମାନେ ପର୍ବତର ଏକ ଦିଗରେ ଓ ଇସ୍ରାଏଲ ପର୍ବତର ଅନ୍ୟ ଦିଗରେ ଠିଆ ହେଲେ। ଉଭୟଙ୍କ ମଧ୍ୟରେ ଉପତ୍ୟକା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପଲେଷ୍ଟୀୟମାନେ ପର୍ବତର ଏକ ଦିଗରେ ଓ ଇସ୍ରାଏଲୀୟମାନେ ପର୍ବତର ଅନ୍ୟ ଦିଗରେ ଠିଆ ହେଲେ; ପୁଣି, ଉଭୟଙ୍କ ମଧ୍ୟରେ ଉପତ୍ୟକା ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପଲେଷ୍ଟୀୟମାନେ ପର୍ବତର ଏକ ଦିଗରେ ଓ ଇସ୍ରାଏଲୀୟମାନେ ପର୍ବତର ଅନ୍ୟ ଦିଗରେ ଠିଆ ହେଲେ; ପୁଣି, ଉଭୟଙ୍କ ମଧ୍ୟରେ ଉପତ୍ୟକା ଥିଲା।