1 Samuel 17:30 — Compare Translations

5 translations compared side by side

Odia - 1840
"ଦାଉଦ ଅନ୍ୟ ଲୋକମାନଙ୍କ ପାଖକକ୍ସ୍ଟ ଗଲେ ଓ ପୂର୍ବପରି କହିଲେ, ତହିଁରେ ଲୋକମାନେ ପକ୍ସ୍ଟନର୍ବାର ପୂର୍ବପରି ଉତ୍ତର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ତାହା ପାଖରୁ ଫେରି ଅନ୍ୟ ଲୋକ ଆଡ଼କୁ ଗଲେ ଓ ପୂର୍ବ ପରି କହିଲେ; ତହିଁରେ ଲୋକମାନେ ପୁନର୍ବାର ପୂର୍ବ ପରି ଉତ୍ତର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଅନ୍ୟ ଲୋକମାନଙ୍କ ପାଖକୁ ଗଲେ ଓ ପୂର୍ବପରି କହିଲେ, ତହିଁରେ ଲୋକମାନେ ପୁନର୍ବାର ପୂର୍ବପରି ଉତ୍ତର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ତାହା ପାଖରୁ ଫେରି ଅନ୍ୟ ଲୋକ ଆଡ଼କୁ ଗଲେ ଓ ପୂର୍ବ ପରି କହିଲେ; ତହିଁରେ ଲୋକମାନେ ପୁନର୍ବାର ପୂର୍ବ ପରି ଉତ୍ତର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ତାହା ପାଖରୁ ଫେରି ଅନ୍ୟ ଲୋକ ଆଡ଼କୁ ଗଲେ ଓ ପୂର୍ବ ପରି କହିଲେ; ତହିଁରେ ଲୋକମାନେ ପୁନର୍ବାର ପୂର୍ବ ପରି ଉତ୍ତର ଦେଲେ।