1 Samuel 17:31 — Compare Translations
5 translations compared side by side
Odia - 1840
"ଦାଉଦଙ୍କ ଏହିପରି କଥା ଯେତବେେଳେ ଲୋକମାନେ ଶୁଣିଲେ, ସମାନେେ ତାକକ୍ସ୍ଟ ଶାଉଲଙ୍କ ନିକଟକକ୍ସ୍ଟ ନଇଗେଲେ ଏବଂ ଦାଉଦ ଯାହା କହିଥିଲେ ତାହା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଏହିସବୁ କଥା ଶୁଣାଯାʼନ୍ତେ, ଲୋକମାନେ ଶାଉଲଙ୍କ ସମ୍ମୁଖରେ ତାହା କହିଲେ, ତେଣୁ ସେ ତାଙ୍କୁ ଡକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କ ଏହିପରି କଥା ଯେତେବେଳେ ଲୋକମାନେ ଶୁଣିଲେ, ସେମାନେ ତାକୁ ଶାଉଲଙ୍କ ନିକଟକୁ ନେଇଗଲେ ଏବଂ ଦାଉଦ ଯାହା କହିଥିଲେ ତାହା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାଉଦଙ୍କର ଏହିସବୁ କଥା ଶୁଣାଯାʼନ୍ତେ, ଲୋକମାନେ ଶାଉଲଙ୍କ ସମ୍ମୁଖରେ ତାହା କହିଲେ, ତେଣୁ ସେ ତାଙ୍କୁ ଡକାଇଲେ।
Odia IRV 2017 (ଓଡିଆ ବାଇବେଲ)
ଦାଉଦଙ୍କର ଏହିସବୁ କଥା ଶୁଣାଯା’ନ୍ତେ, ଲୋକମାନେ ଶାଉଲଙ୍କ ସମ୍ମୁଖରେ ତାହା କହିଲେ, ତେଣୁ ସେ ତାଙ୍କୁ ଡକାଇଲେ।