1 Samuel 17:32 — Compare Translations
5 translations compared side by side
Odia - 1840
"ଦାଉଦ ଶାଉଲଙ୍କକ୍ସ୍ଟ କହିଲେ, ଗଲିଯାତ ୟୋଗକ୍ସ୍ଟଁ ଲୋକମାନେ ହତାଶ ହବୋ ଉଚିତ୍ ନକ୍ସ୍ଟ ହେଁ। ଆପଣଙ୍କ ଦାସ ୟାଇ ସହେି ପଲେଷ୍ଟୀୟମାନଙ୍କ ସହିତ ୟକ୍ସ୍ଟଦ୍ଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାଉଦ ଶାଉଲଙ୍କୁ କହିଲେ, ତାହା ସକାଶୁ କାହାରି ହୃଦୟ ନିରାଶ ନ ହେଉ; ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସଙ୍ଗେ ଯୁଦ୍ଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଶାଉଲଙ୍କୁ କହିଲେ, “ଗଲିୟାତ ଯୋଗୁଁ ଲୋକମାନେ ହତାଶ ହେବା ଉଚିତ୍ ନୁହେଁ। ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସହିତ ଯୁଦ୍ଧ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦ ଶାଉଲଙ୍କୁ କହିଲେ, “ତାହା ସକାଶୁ କାହାରି ହୃଦୟ ନିରାଶ ନ ହେଉ; ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସଙ୍ଗେ ଯୁଦ୍ଧ କରିବ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦ ଶାଉଲଙ୍କୁ କହିଲେ, ତାହା ସକାଶୁ କାହାରି ହୃଦୟ ନିରାଶ ନ ହେଉ; ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସଙ୍ଗେ ଯୁଦ୍ଧ କରିବ।