1 Samuel 17:33 — Compare Translations
5 translations compared side by side
Odia - 1840
"ଶାଉଲ ଉତ୍ତର ଦେଲେ, ତୁମ୍ଭେ ସହେି ପଲେଷ୍ଟୀୟ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିପାରିବ ନାହିଁ। କାରଣ ତୁମ୍ଭେ ତ ଜଣେ ସୈନିକ ନକ୍ସ୍ଟହଁ ଏବଂ ଗଲିଯାତ ବାଳକ ଅବସ୍ଥାରକ୍ସ୍ଟ ୟକ୍ସ୍ଟଦ୍ଧ କରି ଆସକ୍ସ୍ଟଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାଉଲ ଦାଉଦଙ୍କୁ କହିଲେ, ତୁମ୍ଭେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଯାଇ ତାହା ସଙ୍ଗେ ଯୁଦ୍ଧ କରି ପାରିବ ନାହିଁ; କାରଣ ତୁମ୍ଭେ ତ ଯୁବା, ମାତ୍ର ସେ ଯୌବନାବଧି ଯୋଦ୍ଧା ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଉତ୍ତର ଦେଲେ, “ତୁମ୍ଭେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଯୁଦ୍ଧ କରି ପାରିବ ନାହିଁ। କାରଣ ତୁମ୍ଭେ ତ ଜଣେ ସୈନିକ ନୁହଁ ଏବଂ ଗଲିୟାତ ବାଳକ ଅବସ୍ଥାରୁ ଯୁଦ୍ଧ କରି ଆସୁଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାଉଲ ଦାଉଦଙ୍କୁ କହିଲେ, “ତୁମ୍ଭେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଯାଇ ତାହା ସଙ୍ଗେ ଯୁଦ୍ଧ କରି ପାରିବ ନାହିଁ; କାରଣ ତୁମ୍ଭେ ତ ଯୁବା, ମାତ୍ର ସେ ଯୌବନାବଧି ଯୋଦ୍ଧା।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାଉଲ ଦାଉଦଙ୍କୁ କହିଲେ, ତୁମ୍ଭେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଯାଇ ତାହା ସଙ୍ଗେ ଯୁଦ୍ଧ କରି ପାରିବ ନାହିଁ; କାରଣ ତୁମ୍ଭେ ତ ଯୁବା, ମାତ୍ର ସେ ଯୌବନାବଧି ଯୋଦ୍ଧା।