1 Samuel 17:34 — Compare Translations
5 translations compared side by side
Odia - 1840
"କିନ୍ତୁ ଦାଉଦ ଶାଉଲଙ୍କକ୍ସ୍ଟ ଉତ୍ତର ଦେଲେ, ମୁ ତୁମ୍ଭର ଦାସ, ଆପଣା ପିତାର ମଷେ ଚରାଉ ଥାଏ। ଥରେ ଗୋଟିଏ ସିଂହ ଓ ଅନ୍ୟଥର ଗୋଟିଏ ଭାଲକ୍ସ୍ଟ ଆସି ପଲ ମଧ୍ଯରକ୍ସ୍ଟ ଗୋଟିଏ ମଷେକକ୍ସ୍ଟ ନଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ଶାଉଲଙ୍କୁ କହିଲେ, ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନି ଗଲେ,
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଦାଉଦ ଶାଉଲଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭର ଦାସ, ଆପଣା ପିତାର ମେଷ ଚରାଉ ଥାଏ। ଥରେ ଗୋଟିଏ ସିଂହ ଓ ଅନ୍ୟଥର ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଗୋଟିଏ ମେଷକୁ ନେଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ଶାଉଲଙ୍କୁ କହିଲେ, “ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନିଗଲେ,
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ଶାଉଲଙ୍କୁ କହିଲେ, ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନି ଗଲେ,