1 Samuel 17:36 — Compare Translations

5 translations compared side by side

Odia - 1840
"ମୁ ସିଂହ ଓ ଭାଲକ୍ସ୍ଟ ଉଭୟଙ୍କକ୍ସ୍ଟ ବଧ କରିଛି ଏବଂ ମୁ ମଧ୍ଯ ଗଲିଯାତକକ୍ସ୍ଟ ସହେିପରି ବଧ କରିବି। ଗଲିଯାତ ମରିବ କାରଣ ସେ ଜୀବିତ ପରମେଶ୍ବରଙ୍କର ସୈନ୍ଯକକ୍ସ୍ଟ ତକ୍ସ୍ଟଚ୍ଛ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ଵରଙ୍କ ସୈନ୍ୟଶ୍ରେଣୀକି ତୁଚ୍ଛ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସିଂହ ଓ ଭାଲୁ ଉଭୟଙ୍କୁ ବଧ କରିଛି ଏବଂ ମୁଁ ମଧ୍ୟ ଗଲିୟାତକୁ ସେହିପରି ବଧ କରିବି। ଗଲିୟାତ ମରିବ କାରଣ ସେ ଜୀବିତ ପରମେଶ୍ୱରଙ୍କର ସୈନ୍ୟକୁ ତୁଚ୍ଛ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।”
Odia IRV 2017 (ଓଡିଆ ବାଇବେଲ)
ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।