1 Samuel 17:37 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାେତେ ସିଂହ ଓ ଭାଲକ୍ସ୍ଟ ନିକଟରକ୍ସ୍ଟ ରକ୍ଷା କରିଛନ୍ତି। ସଦାପ୍ରଭୁ ମତେ ପଲେଷ୍ଟୀୟମାନଙ୍କଠାରକ୍ସ୍ଟ ରକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଦାଉଦ କହିଲେ, ଯେଉଁ ସଦାପ୍ରଭୁ ସିଂହ ହାତରୁ ଓ ଭାଲୁ ହାତରୁ ମୋତେ ରକ୍ଷା କରିଅଛନ୍ତି; ସେ ଏହି ପଲେଷ୍ଟୀୟ ହାତରୁ ମୋତେ ରକ୍ଷା କରିବେ । ଏଥିରେ ଶାଉଲ ଦାଉଦଙ୍କୁ କହିଲେ, ଯାଅ, ସଦାପ୍ରଭୁ ତୁମ୍ଭର ସଙ୍ଗୀ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋତେ ସିଂହ ଓ ଭାଲୁ ନିକଟରୁ ରକ୍ଷା କରିଛନ୍ତି। ସଦାପ୍ରଭୁ ମୋତେ ପଲେଷ୍ଟୀୟଠାରୁ ରକ୍ଷା କରିବେ।” ଶାଉଲ ଦାଉଦଙ୍କୁ କହିଲେ, “ତୁମ୍ଭେ ଯାଅ ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଦାଉଦ କହିଲେ, “ଯେଉଁ ସଦାପ୍ରଭୁ ସିଂହ ହାତରୁ ଓ ଭାଲୁ ହାତରୁ ମୋତେ ରକ୍ଷା କରିଅଛନ୍ତି; ସେ ଏହି ପଲେଷ୍ଟୀୟ ହାତରୁ ମୋତେ ରକ୍ଷା କରିବେ।” ଏଥିରେ ଶାଉଲ ଦାଉଦଙ୍କୁ କହିଲେ, “ଯାଅ, ସଦାପ୍ରଭୁ ତୁମ୍ଭର ସଙ୍ଗୀ ହେବେ।”
Odia IRV 2017 (ଓଡିଆ ବାଇବେଲ)
ଆହୁରି ଦାଉଦ କହିଲେ, ଯେଉଁ ସଦାପ୍ରଭୁ ସିଂହ ହାତରୁ ଓ ଭାଲୁ ହାତରୁ ମୋତେ ରକ୍ଷା କରିଅଛନ୍ତି; ସେ ଏହି ପଲେଷ୍ଟୀୟ ହାତରୁ ମୋତେ ରକ୍ଷା କରିବେ। ଏଥିରେ ଶାଉଲ ଦାଉଦଙ୍କୁ କହିଲେ, ଯାଅ, ସଦାପ୍ରଭୁ ତୁମ୍ଭର ସଙ୍ଗୀ ହେବେ।