1 Samuel 17:38 — Compare Translations

5 translations compared side by side

Odia - 1840
"ଶାଉଲ ଦାଉଦଙ୍କକ୍ସ୍ଟ ଆପଣା ବସ୍ତ୍ର ପିନ୍ଧାଇ ତାଙ୍କ ମସ୍ତକରେ ପିତଳ ଟୋପର ଦଇେ ତାହାଙ୍କକ୍ସ୍ଟ ସାଞ୍ଜକ୍ସ୍ଟଆ ପିନ୍ଧାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶାଉଲ ଦାଉଦଙ୍କୁ ଆପଣା ବସ୍ତ୍ର ପିନ୍ଧାଇ ତାଙ୍କର ମସ୍ତକରେ ପିତ୍ତଳ ଟୋପର ଦେଇ ତାଙ୍କୁ ସାଞ୍ଜୁଆ ପିନ୍ଧାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଦାଉଦଙ୍କୁ ଆପଣା ବସ୍ତ୍ର ପିନ୍ଧାଇ ତାଙ୍କ ମସ୍ତକରେ ପିତ୍ତଳ ଟୋପର ଦେଇ ତାହାଙ୍କୁ ସାଞ୍ଜୁଆ ପିନ୍ଧାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶାଉଲ ଦାଉଦଙ୍କୁ ଆପଣା ବସ୍ତ୍ର ପିନ୍ଧାଇ ତାଙ୍କର ମସ୍ତକରେ ପିତ୍ତଳ ଟୋପର ଦେଇ ତାଙ୍କୁ ସାଞ୍ଜୁଆ ପିନ୍ଧାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶାଉଲ ଦାଉଦଙ୍କୁ ଆପଣା ବସ୍ତ୍ର ପିନ୍ଧାଇ ତାଙ୍କର ମସ୍ତକରେ ପିତ୍ତଳ ଟୋପର ଦେଇ ତାଙ୍କୁ ସାଞ୍ଜୁଆ ପିନ୍ଧାଇଲେ।