1 Samuel 17:39 — Compare Translations

5 translations compared side by side

Odia - 1840
"ଦାଉଦ ଆପଣା ବସ୍ତ୍ର ଉପରେ ଖଡ୍ଗ ବାନ୍ଧି ଗ୍ଭଲିବାକକ୍ସ୍ଟ ଚେଷ୍ଟା କଲେ, ସେ ଅକୃତକାର୍ୟ୍ଯ ହେଲେ, କାରଣ ଏହିପରି ଓଜନିଆଁ ସାମଗ୍ରି ପିନ୍ଧିବାର ଅଭ୍ଯାସ ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ଆପଣା ବସ୍ତ୍ର ଉପରେ ଖଡ଼୍‍ଗ ବାନ୍ଧି ଚାଲିବାକୁ ଚେଷ୍ଟା କଲେ; କାରଣ ସେ ତାହା ପରଖ କରି ନ ଥିଲେ । ଆଉ ଦାଉଦ ଶାଉଲଙ୍କୁ କହିଲେ, ମୁଁ ଏହି ବେଶରେ ଯାଇ ନ ପାରେ, କାରଣ ମୁଁ ସେସବୁ ପରଖ କରି ନାହିଁ । ଏଣୁ ଦାଉଦ ତାହା କାଢ଼ି ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଆପଣା ବସ୍ତ୍ର ଉପରେ ‌‌ଖ‌ଡ଼୍‌ଗ ବାନ୍ଧି ଗ୍ଭଲିବାକୁ ଚେଷ୍ଟା କଲେ, ସେ ଅକୃତକାର୍ଯ୍ୟ ହେଲେ, କାରଣ ଏହିପରି ଓଜନିଆଁ ସାମଗ୍ରୀ ପିନ୍ଧିବାର ଅଭ୍ୟାସ ନ ଥିଲା। ଆଉ ଦାଉଦ ଶାଉଲଙ୍କୁ କହିଲେ, “ମୁଁ ଏହି ସାମଗ୍ରୀ ନେଇ ଯୁଦ୍ଧ କରି ନ ପାରେ, ମୁଁ ସେଗୁଡ଼ିକ ସହିତ ଅଭ୍ୟସ୍ତ ନୁହେଁ।” ତେଣୁ ତାକୁ ସେ କାଢ଼ି ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦ ଆପଣା ବସ୍ତ୍ର ଉପରେ ଖଡ୍ଗ ବାନ୍ଧି ଚାଲିବାକୁ ଚେଷ୍ଟା କଲେ; କାରଣ ସେ ତାହା ପରଖ କରି ନ ଥିଲେ। ଆଉ ଦାଉଦ ଶାଉଲଙ୍କୁ କହିଲେ, “ମୁଁ ଏହି ବେଶରେ ଯାଇ ନ ପାରେ, କାରଣ ମୁଁ ସେସବୁ ପରଖ କରି ନାହିଁ।” ଏଣୁ ଦାଉଦ ତାହା କାଢ଼ି ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାଉଦ ଆପଣା ବସ୍ତ୍ର ଉପରେ ଖଡ୍ଗ ବାନ୍ଧି ଚାଲିବାକୁ ଚେଷ୍ଟା କଲେ; କାରଣ ସେ ତାହା ପରଖ କରି ନ ଥିଲେ। ଆଉ ଦାଉଦ ଶାଉଲଙ୍କୁ କହିଲେ, ମୁଁ ଏହି ବେଶରେ ଯାଇ ନ ପାରେ, କାରଣ ମୁଁ ସେସବୁ ପରଖ କରି ନାହିଁ। ଏଣୁ ଦାଉଦ ତାହା କାଢ଼ି ରଖିଲେ।