1 Samuel 17:40 — Compare Translations
5 translations compared side by side
Odia - 1840
"ଦାଉଦ ଆପଣା ୟଷ୍ଟି ହାତ ରେ ଧରି ନଦୀରକ୍ସ୍ଟ ପାଞ୍ଚ ଗୋଟି ଚିକ୍କଣ ପଥର ବାଛିଲେ ଓ ସେ ସଗେୁଡିକୁ ନିଜର ମଷେପାଳକ ଥଳି ମଧିଅରେ ରଖିଲେ। ନିଜ ହାତ ରେ ନିଜର ଛାଟିଣୀଟି ଧରି ପଲେଷ୍ଟୀୟ ନିକଟକକ୍ସ୍ଟ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଆପଣା ଯଷ୍ଟି ହାତରେ ଘେନି ନଦୀରୁ ପାଞ୍ଚୋଟି ଚିକ୍କଣ ପଥର ବାଛିଲେ ଓ ଆପଣା ପାଖରେ ମେଷପାଳକର ଯେଉଁ ଝୁଲି ଥିଲା, ସେହି ଝୁଲିରେ ତାହା ରଖିଲେ; ଆଉ ସେ ହାତରେ ଆପଣା ଛାଟିଣୀ ଧରି ସେହି ପଲେଷ୍ଟୀୟ ନିକଟକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଆପଣା ଯଷ୍ଟି ହାତରେ ଧରି ନଦୀରୁ ପାଞ୍ଚ ଗୋଟି ଚିକ୍କଣ ପଥର ବାଛିଲେ ଓ ସେଗୁଡ଼ିକୁ ନିଜର ମେଷପାଳକ ଥଳି ମଧ୍ୟରେ ରଖିଲେ। ନିଜ ହାତରେ ନିଜର ଛାଟିଣୀଟି ଧରି ପଲେଷ୍ଟୀୟ ନିକଟକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆପଣା ଯଷ୍ଟି ହାତରେ ଘେନି ନଦୀରୁ ପାଞ୍ଚୋଟି ଚିକ୍କଣ ପଥର ବାଛିଲେ ଓ ଆପଣା ପାଖରେ ମେଷପାଳକର ଯେଉଁ ଝୁଲି ଥିଲା, ସେହି ଝୁଲିରେ ତାହା ରଖିଲେ; ଆଉ ସେ ହାତରେ ଆପଣା ଛାଟିଣୀ ଧରି ସେହି ପଲେଷ୍ଟୀୟ ନିକଟକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆପଣା ଯଷ୍ଟି ହାତରେ ଘେନି ନଦୀରୁ ପାଞ୍ଚୋଟି ଚିକ୍କଣ ପଥର ବାଛିଲେ ଓ ଆପଣା ପାଖରେ ମେଷପାଳକର ଯେଉଁ ଝୁଲି ଥିଲା, ସେହି ଝୁଲିରେ ତାହା ରଖିଲେ; ଆଉ ସେ ହାତରେ ଆପଣା ଛାଟିଣୀ ଧରି ସେହି ପଲେଷ୍ଟୀୟ ନିକଟକୁ ଗଲେ।