1 Samuel 17:41 — Compare Translations

5 translations compared side by side

Odia - 1840
"ପଲେଷ୍ଟୀୟ ଧି ରେ ଧି ରେ ଅଗ୍ରସର ହାଇେ ଦାଉଦଙ୍କର ସନ୍ନିକଟି ହେଲା ଓ ତା'ର ଢାଲବାହକ ତା'ର ଆଗେ ଆଗେ ଗ୍ଭଲିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ପଲେଷ୍ଟୀୟ ଅଗ୍ରସର ହୋଇ ଦାଉଦଙ୍କର ସନ୍ନିକଟ ହେଲା ଓ ତାହାର ଢାଲବାହକ ତାହାର ଆଗେ ଆଗେ ଚାଲିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଗଲିୟାତକୁ ବଧ କଲେ ପଲେଷ୍ଟୀୟ ଧୀରେ ଧୀରେ ଅଗ୍ରସର ହୋଇ ଦାଉଦଙ୍କର ସନ୍ନିକଟ ହେଲା ଓ ତା’ର ଢାଲବାହକ ତା’ର ଆଗେ ଆଗେ ଗ୍ଭଲିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ପଲେଷ୍ଟୀୟ ଅଗ୍ରସର ହୋଇ ଦାଉଦଙ୍କର ସନ୍ନିକଟ ହେଲା ଓ ତାହାର ଢାଲବାହକ ତାହାର ଆଗେ ଆଗେ ଚାଲିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ପଲେଷ୍ଟୀୟ ଅଗ୍ରସର ହୋଇ ଦାଉଦଙ୍କର ସନ୍ନିକଟ ହେଲା ଓ ତାହାର ଢାଲବାହକ ତାହାର ଆଗେ ଆଗେ ଚାଲିଲା।