1 Samuel 17:42 — Compare Translations
5 translations compared side by side
Odia - 1840
"ପଲେଷ୍ଟୀୟମାନେ ଅନାଇ ଦାଉଦଙ୍କକ୍ସ୍ଟ ଦେଖିଲେ ଓ ତାକକ୍ସ୍ଟ ତକ୍ସ୍ଟଚ୍ଛ ଜ୍ଞାନ କଲେ କାରଣ ଦାଉଦ ୟକ୍ସ୍ଟବା ଓ ଇସତ୍ ରକ୍ତବର୍ଣ ଓ ସକ୍ସ୍ଟନ୍ଦର ବଦନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ପଲେଷ୍ଟୀୟ ଚାରିଆଡ଼କୁ ଅନାଇ ଦାଉଦଙ୍କୁ ଦେଖି ତୁଚ୍ଛଜ୍ଞାନ କଲା, କାରଣ ସେ ଯୁବା ଓ ଈଷତ୍ ରକ୍ତବର୍ଣ୍ଣ ଓ ସୁନ୍ଦର-ବଦନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନେ ଅନାଇ ଦାଉଦଙ୍କୁ ଦେଖିଲେ ଓ ତାକୁ ତୁଚ୍ଛ ଜ୍ଞାନ କଲେ କାରଣ ଦାଉଦ ଯୁବା ଓ ଈଷତ୍ ରକ୍ତବର୍ଣ୍ଣ ଓ ସୁନ୍ଦର ବଦନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ପଲେଷ୍ଟୀୟ ଚାରିଆଡ଼କୁ ଅନାଇ ଦାଉଦଙ୍କୁ ଦେଖି ତୁଚ୍ଛଜ୍ଞାନ କଲା, କାରଣ ସେ ଯୁବା ଓ ଈଷତ୍ ରକ୍ତବର୍ଣ୍ଣ ଓ ସୁନ୍ଦର-ବଦନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ପଲେଷ୍ଟୀୟ ଚାରିଆଡ଼କୁ ଅନାଇ ଦାଉଦଙ୍କୁ ଦେଖି ତୁଚ୍ଛଜ୍ଞାନ କଲା, କାରଣ ସେ ଯୁବା ଓ ଈଷତ୍ ରକ୍ତବର୍ଣ୍ଣ ଓ ସୁନ୍ଦର-ବଦନ ଥିଲେ।