1 Samuel 17:43 — Compare Translations

5 translations compared side by side

Odia - 1840
"ଗଲିଯାତ ଦାଉଦଙ୍କକ୍ସ୍ଟ କହିଲେ, ମୁ କ'ଣ ଗୋଟିଏ କକ୍ସ୍ଟକକ୍ସ୍ଟର ତୁମ୍ଭେ ମାେ ପାଖକକ୍ସ୍ଟ ବାଡି ନଇେ ଆସିଛ। ତା'ପରେ ଗଲିଯାତ ଆପଣା ଦବେତାମାନଙ୍କ ନାମ ରେ ଦାଉଦଙ୍କକ୍ସ୍ଟ ଶାପ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, ମୁଁ କି କୁକ୍କୁର, ଯେ ତୁ ଯଷ୍ଟି ନେଇ ମୋʼ ପାଖକୁ ଆସିଛୁ? ତହିଁରେ ପଲେଷ୍ଟୀୟ ଆପଣା ଦେବତାମାନଙ୍କ ନାମରେ ଦାଉଦଙ୍କୁ ଶାପ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଗଲିୟାତ ଦାଉଦଙ୍କୁ କହିଲେ, “ମୁଁ କ’ଣ ଗୋଟିଏ କୁକୁର ତୁମ୍ଭେ ମୋ’ ପାଖକୁ ବାଡ଼ି ନେଇ ଆସିଛ।” ତା’ପରେ ଗଲିୟାତ ଆପଣା ଦେବତାମାନଙ୍କ ନାମରେ ଦାଉଦଙ୍କୁ ଶାପ ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, “ମୁଁ କି କୁକ୍କୁର, ଯେ ତୁ ଯଷ୍ଟି ନେଇ ମୋʼ ପାଖକୁ ଆସିଛୁ?” ତହିଁରେ ପଲେଷ୍ଟୀୟ ଆପଣା ଦେବତାମାନଙ୍କ ନାମରେ ଦାଉଦଙ୍କୁ ଶାପ ଦେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, ମୁଁ କି କୁକ୍କୁର, ଯେ ତୁ ଯଷ୍ଟି ନେଇ ମୋ’ ପାଖକୁ ଆସିଛୁ? ତହିଁରେ ପଲେଷ୍ଟୀୟ ଆପଣା ଦେବତାମାନଙ୍କ ନାମରେ ଦାଉଦଙ୍କୁ ଶାପ ଦେଲା।