1 Samuel 17:44 — Compare Translations

5 translations compared side by side

Odia - 1840
"ଗଲିଯାତ ଦାଉଦଙ୍କକ୍ସ୍ଟ କହିଲା, ଏହିଠାକକ୍ସ୍ଟ ଆସ ମୁ ତୁମ୍ଭର ମାଂସକକ୍ସ୍ଟ ହିଂସ୍ରପଶକ୍ସ୍ଟ-ପକ୍ଷୀମାନଙ୍କୁ ଖକ୍ସ୍ଟଆଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, ମୋʼ କତିକି ଆ, ମୁଁ ତୋର ମାଂସ ଆକାଶ-ପକ୍ଷୀ ଓ ବିଲ-ପଶୁମାନଙ୍କୁ ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ଗଲିୟାତ ଦାଉଦଙ୍କୁ କହିଲା, “ଏହିଠାକୁ ଆସ ମୁଁ ତୁମ୍ଭର ମାଂସକୁ ହିଂସ୍ର ପଶୁ-ପକ୍ଷୀମାନଙ୍କୁ ଖୁଆଇବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, “ମୋʼ କତିକି ଆ, ମୁଁ ତୋର ମାଂସ ଆକାଶ-ପକ୍ଷୀ ଓ ବିଲ-ପଶୁମାନଙ୍କୁ ଦେବି।”
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, ମୋ’ କତିକି ଆ, ମୁଁ ତୋର ମାଂସ ଆକାଶ-ପକ୍ଷୀ ଓ ବିଲ-ପଶୁମାନଙ୍କୁ ଦେବି।