1 Samuel 17:45 — Compare Translations
5 translations compared side by side
Odia - 1840
"ଦାଉଦ ଗଲିଯାତକକ୍ସ୍ଟ କହିଲା, ତୁମ୍ଭେ ଖଡ୍ଗ ବର୍ଚ୍ଛା ଓ ଶଲ୍ଯ ଘନେି ମାେ ପାଖକକ୍ସ୍ଟ ଆସିଛ। କିନ୍ତୁ ତୁମ୍ଭେ ଯାହାଙ୍କକ୍ସ୍ଟ ତକ୍ସ୍ଟଚ୍ଛ କରିଅଛ ସଗେି ଇଶ୍ରାୟେଲର ସୈନ୍ଯବାହିନୀର ପରମେଶ୍ବର, ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନାମ ରେ ତକ୍ସ୍ଟମ୍ଭ ନିକଟକକ୍ସ୍ଟ ମଁ ଆସକ୍ସ୍ଟଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଦାଉଦ ପଲେଷ୍ଟୀୟକୁ କହିଲେ, ତୁମ୍ଭେ ଖଡ଼୍ଗ ଘେନି, ବର୍ଚ୍ଛା ଘେନି ଓ ଶଲ୍ୟ ଘେନି ମୋʼ କତିକି ଆସିଅଛ; ମାତ୍ର ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ, ସେହି ଇସ୍ରାଏଲ ସୈନ୍ୟଶ୍ରେଣୀର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଗଲିୟାତକୁ କହିଲେ, “ତୁମ୍ଭେ ଖଡ଼୍ଗ ବର୍ଚ୍ଛା ଓ ଶଲ୍ୟ ଘେନି ମୋ’ ପାଖକୁ ଆସିଛ। କିନ୍ତୁ ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ ସେହି ଇସ୍ରାଏଲର ସୈନ୍ୟବାହିନୀର ପରମେଶ୍ୱର, ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଦାଉଦ ପଲେଷ୍ଟୀୟକୁ କହିଲେ, “ତୁମ୍ଭେ ଖଡ୍ଗ ଘେନି, ବର୍ଚ୍ଛା ଘେନି ଓ ଶଲ୍ୟ ଘେନି ମୋʼ କତିକି ଆସିଅଛ; ମାତ୍ର ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ, ସେହି ଇସ୍ରାଏଲ ସୈନ୍ୟଶ୍ରେଣୀର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି।
Odia IRV 2017 (ଓଡିଆ ବାଇବେଲ)
ତେବେ ଦାଉଦ ପଲେଷ୍ଟୀୟକୁ କହିଲେ, ତୁମ୍ଭେ ଖଡ୍ଗ ଘେନି, ବର୍ଚ୍ଛା ଘେନି ଓ ଶଲ୍ୟ ଘେନି ମୋ’ କତିକି ଆସିଅଛ; ମାତ୍ର ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ, ସେହି ଇସ୍ରାଏଲ ସୈନ୍ୟଶ୍ରେଣୀର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି।