1 Samuel 17:46 — Compare Translations
5 translations compared side by side
Odia - 1840
"ଆଜି ସଦାପ୍ରଭୁ ତୁମ୍ଭକୁ ମାେ ହସ୍ତ ରେ ସମର୍ପି ଦବେେ। ଏବଂ ମୁ ତୁମ୍ଭକୁ ଆଘାତ କରିବି ଏବଂ ତୁମ୍ଭର ଶିରଚ୍ଛଦନେ କରିବି। ମୁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ଯଗଣର ଶରୀର ଆକାଶ ପକ୍ଷୀଗଣକକ୍ସ୍ଟ ଓ ପୃଥିବୀସ୍ଥ ବନ୍ଯପଶକ୍ସ୍ଟମାନଙ୍କୁ ଦବେି, ତହିଁରେ ଇଶ୍ରାୟେଲ ମଧିଅରେ ଏକ ପରମେଶ୍ବର ଅଛନ୍ତି ବୋଲି ସମକ୍ସ୍ଟଦାଯ ଜଗତ ଜାଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଜିଦିନ ସଦାପ୍ରଭୁ ତୁମ୍ଭକୁ ମୋʼ ହସ୍ତରେ ସମର୍ପି ଦେବେ; ଏଣୁ ମୁଁ ତୁମ୍ଭକୁ ଆଘାତ କରି ତୁମ୍ଭଠାରୁ ତୁମ୍ଭ ମସ୍ତକ ଅଲଗା କରିବି; ପୁଣି ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶବ ଆକାଶ-ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ-ପଶୁମାନଙ୍କୁ ଦେବି; ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ଵର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଜି ସଦାପ୍ରଭୁ ତୁମ୍ଭକୁ ମୋ’ ହସ୍ତରେ ସମର୍ପି ଦେବେ। ଏବଂ ମୁଁ ତୁମ୍ଭକୁ ଆଘାତ କରିବି ଏବଂ ତୁମ୍ଭର ଶିରଚ୍ଛେଦନ କରିବି। ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶରୀର ଆକାଶ ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ୍ୟପଶୁମାନଙ୍କୁ ଦେବି, ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଜି ଦିନ ସଦାପ୍ରଭୁ ତୁମ୍ଭକୁ ମୋʼ ହସ୍ତରେ ସମର୍ପି ଦେବେ; ଏଣୁ ମୁଁ ତୁମ୍ଭକୁ ଆଘାତ କରି ତୁମ୍ଭଠାରୁ ତୁମ୍ଭ ମସ୍ତକ ଅଲଗା କରିବି; ପୁଣି, ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶବ ଆକାଶ-ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ-ପଶୁମାନଙ୍କୁ ଦେବି; ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।
Odia IRV 2017 (ଓଡିଆ ବାଇବେଲ)
ଆଜିଦିନ ସଦାପ୍ରଭୁ ତୁମ୍ଭକୁ ମୋ’ ହସ୍ତରେ ସମର୍ପି ଦେବେ; ଏଣୁ ମୁଁ ତୁମ୍ଭକୁ ଆଘାତ କରି ତୁମ୍ଭଠାରୁ ତୁମ୍ଭ ମସ୍ତକ ଅଲଗା କରିବି; ପୁଣି, ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶବ ଆକାଶ-ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ-ପଶୁମାନଙ୍କୁ ଦେବି; ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।