1 Samuel 17:47 — Compare Translations

5 translations compared side by side

Odia - 1840
"ଏଠା ରେ ରକ୍ସ୍ଟଣ୍ତ ହାଇେଥିବା ସବୁ ଲୋକମାନେ ଜାଣିବେ, ଯେ ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛାଦ୍ବାରା ରକ୍ଷା କରନ୍ତି ନାହିଁ, କାରଣ ଏହି ୟକ୍ସ୍ଟଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭେ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବା ରେ ଆମ୍ଭମାନଙ୍କୁ ସାହାୟ୍ଯ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏହି ସମସ୍ତ ସମାଜ ଜାଣିବେ ଯେ, ସଦାପ୍ରଭୁ ଖଡ଼୍‍ଗ ଓ ବର୍ଚ୍ଛା ଦ୍ଵାରା ଉଦ୍ଧାର କରନ୍ତି ନାହିଁ; କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଠାରେ ରୁଣ୍ଡ ହୋଇଥିବା ସବୁ ଲୋକମାନେ ଜାଣିବେ ଯେ, ସଦାପ୍ରଭୁ ‌‌ଖ‌ଡ଼୍‌ଗ ଓ ବର୍ଚ୍ଛାଦ୍ୱାରା ରକ୍ଷା କରନ୍ତି ନାହିଁ, କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ତୁମ୍ଭେ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବାରେ ସେ ଆମ୍ଭମାନଙ୍କୁ ସାହାଯ୍ୟ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏହି ସମସ୍ତ ସମାଜ ଜାଣିବେ ଯେ, ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛା ଦ୍ୱାରା ଉଦ୍ଧାର କରନ୍ତି ନାହିଁ; କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଏହି ସମସ୍ତ ସମାଜ ଜାଣିବେ ଯେ, ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛା ଦ୍ୱାରା ଉଦ୍ଧାର କରନ୍ତି ନାହିଁ; କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।