1 Samuel 17:48 — Compare Translations

5 translations compared side by side

Odia - 1840
"ଏହାପରେ ସହେି ପଲେଷ୍ଟୀୟ ଦାଉଦକକ୍ସ୍ଟ ଆକ୍ରମଣ କରିବାକୁ ଉଠି ପଡିଲା ଏବଂ ଦାଉଦର ନିକଟରକ୍ସ୍ଟ ନିକଟତର ହେଲା। ଦାଉଦ ଶୀଘ୍ର ପଲେଷ୍ଟୀୟମାନଙ୍କ ସହିତ ଭଟେିବାକକ୍ସ୍ଟ ସୈନ୍ଯବାହିନୀ ଆଡେ ଦୌଡିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେହି ପଲେଷ୍ଟୀୟ ଉଠି ଦାଉଦଙ୍କ ସଙ୍ଗେ ଭେଟିବାକୁ ଆସି ନିକଟବର୍ତ୍ତୀ ହୁଅନ୍ତେ, ଦାଉଦ ଶୀଘ୍ର ସେହି ପଲେଷ୍ଟୀୟ ସହିତ ଭେଟିବାକୁ ସୈନ୍ୟଶ୍ରେଣୀ ଆଡ଼େ ଦୌଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେହି ପଲେଷ୍ଟୀୟ ଦାଉଦକୁ ଆକ୍ରମଣ କରିବାକୁ ଉଠି ପଡ଼ିଲା ଏବଂ ଦାଉଦର ନିକଟରୁ ନିକଟତର ହେଲା। ଦାଉଦ ଶୀଘ୍ର ପଲେଷ୍ଟୀୟମାନଙ୍କ ସହିତ ଭେଟିବାକୁ ସୈନ୍ୟବାହିନୀ ଆଡ଼େ ଦୌଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେହି ପଲେଷ୍ଟୀୟ ଉଠି ଦାଉଦଙ୍କ ସଙ୍ଗେ ଭେଟିବାକୁ ଆସି ନିକଟବର୍ତ୍ତୀ ହୁଅନ୍ତେ, ଦାଉଦ ଶୀଘ୍ର ସେହି ପଲେଷ୍ଟୀୟ ସହିତ ଭେଟିବାକୁ ସୈନ୍ୟଶ୍ରେଣୀ ଆଡ଼େ ଦୌଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେହି ପଲେଷ୍ଟୀୟ ଉଠି ଦାଉଦଙ୍କ ସଙ୍ଗେ ଭେଟିବାକୁ ଆସି ନିକଟବର୍ତ୍ତୀ ହୁଅନ୍ତେ, ଦାଉଦ ଶୀଘ୍ର ସେହି ପଲେଷ୍ଟୀୟ ସହିତ ଭେଟିବାକୁ ସୈନ୍ୟଶ୍ରେଣୀ ଆଡ଼େ ଦୌଡ଼ିଲେ।