1 Samuel 17:49 — Compare Translations

5 translations compared side by side

Odia - 1840
"ଦାଉଦ ଆପଣା ଥଳି ରେ ହାତ ପକ୍ସ୍ଟରାଇ ତହିଁରକ୍ସ୍ଟ ଗୋଟିଏ ପଥର କାଢି ଛାଟିଣି ରେ ମାରି ସହେି ପଲେଷ୍ଟୀୟର କପାଳକକ୍ସ୍ଟ ଆଘାତ କଲେ। ତହିଁରେ ସେ ପଥର ତା'ର କପାଳ ରେ ପଶିଯାନ୍ତେ ସେ ମକ୍ସ୍ଟହଁ ମାଡି ଭୂମିରେ ପଡିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ଆପଣା ଝୁଲିରେ ହାତ ପୂରାଇ ତହିଁରୁ ଗୋଟିଏ ପଥର କାଢ଼ି ଛାଟିଣୀରେ ମାରି ସେହି ପଲେଷ୍ଟୀୟର କପାଳକୁ ଆଘାତ କଲେ; ତହିଁରେ ସେ ପଥର ତାହା କପାଳରେ ପଶିଯାʼନ୍ତେ, ସେ ମୁହଁ ମାଡ଼ି ଭୂମିରେ ପଡ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଆପଣା ଥଳିରେ ହାତ ପୁରାଇ ତହିଁରୁ ଗୋଟିଏ ପଥର କାଢ଼ି ଛାଟିଣୀରେ ମାରି ସେହି ପଲେଷ୍ଟୀୟର କପାଳକୁ ଆଘାତ କଲେ। ତହିଁରେ ସେ ପଥର ତା’ର କପାଳରେ ପଶିଯା’ନ୍ତେ ସେ ମୁହଁ ମାଡ଼ି ଭୂମିରେ ପଡ଼ିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦ ଆପଣା ଝୁଲିରେ ହାତ ପୂରାଇ ତହିଁରୁ ଗୋଟିଏ ପଥର କାଢ଼ି ଛାଟିଣୀରେ ମାରି ସେହି ପଲେଷ୍ଟୀୟର କପାଳକୁ ଆଘାତ କଲେ; ତହିଁରେ ସେ ପଥର ତାହା କପାଳରେ ପଶିଯାʼନ୍ତେ, ସେ ମୁହଁ ମାଡ଼ି ଭୂମିରେ ପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାଉଦ ଆପଣା ଝୁଲିରେ ହାତ ପୂରାଇ ତହିଁରୁ ଗୋଟିଏ ପଥର କାଢ଼ି ଛାଟିଣୀରେ ମାରି ସେହି ପଲେଷ୍ଟୀୟର କପାଳକୁ ଆଘାତ କଲେ; ତହିଁରେ ସେ ପଥର ତାହା କପାଳରେ ପଶିଯା’ନ୍ତେ, ସେ ମୁହଁ ମାଡ଼ି ଭୂମିରେ ପଡ଼ିଲା।