1 Samuel 17:5 — Compare Translations

5 translations compared side by side

Odia - 1840
"ତା'ର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତକ୍ସ୍ଟଲ୍ଯ ସାଞ୍ଜକ୍ସ୍ଟଆ ରେ ସଜ୍ଜିତ ଥିଲା। ସହେି ସାଞ୍ଜକ୍ସ୍ଟଆଟି ପାଞ୍ଚ ସହସ୍ର ଶକେଲ ଓଜନ ପିତ୍ତଳର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହାର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତୁଲ୍ୟ ସାଞ୍ଜୁଆରେ ସଜ୍ଜିତ ଥିଲା ଓ ସେହି ସାଞ୍ଜୁଆ ପାଞ୍ଚ ସହସ୍ର ଶେକଲ ପରିମିତ ପିତ୍ତଳର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତୁଲ୍ୟ ସାଞ୍ଜୁଆରେ ସଜ୍ଜିତ ଥିଲା। ସେହି ସାଞ୍ଜୁଆଟି ପାଞ୍ଚ ସହସ୍ର ଶେକଲ ଓଜନ ପିତ୍ତଳର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତୁଲ୍ୟ ସାଞ୍ଜୁଆରେ ସଜ୍ଜିତ ଥିଲା ଓ ସେହି ସାଞ୍ଜୁଆ ପାଞ୍ଚ ସହସ୍ର ଶେକଲ ପରିମିତ ପିତ୍ତଳର ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତୁଲ୍ୟ ସାଞ୍ଜୁଆରେ ସଜ୍ଜିତ ଥିଲା ଓ ସେହି ସାଞ୍ଜୁଆ ପାଞ୍ଚ ସହସ୍ର ଶେକଲ ପରିମିତ ପିତ୍ତଳର ଥିଲା।