1 Samuel 17:50 — Compare Translations

5 translations compared side by side

Odia - 1840
"ଏହିପରି ଭାବରେ ଦାଉଦ ବାଟକ୍ସ୍ଟଳି ଓ ପଥର ଦ୍ବାରା ସହେି ପଲେଷ୍ଟୀୟକକ୍ସ୍ଟ ପରାସ୍ତ କଲେ ଓ ଆଘାତକରି ବଧ କଲେ। ମାତ୍ର ଦାଉଦଙ୍କ ହସ୍ତ ରେ ଖଡ୍ଗ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ଦାଉଦ ଛାଟିଣୀ ଓ ପଥର ଦ୍ଵାରା ସେହି ପଲେଷ୍ଟୀୟ ଉପରେ ଜୟଲାଭ କଲେ ଓ ପଲେଷ୍ଟୀୟକୁ ଆଘାତ କରି ବଧ କଲେ, ମାତ୍ର ଦାଉଦଙ୍କ ହସ୍ତରେ ଖଡ଼୍‍ଗ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ଦାଉଦ ବାଟୁଳି ଓ ପଥର ଦ୍ୱାରା ସେହି ପଲେଷ୍ଟୀୟକୁ ପରାସ୍ତ କଲେ ଓ ଆଘାତ କରି ବଧ କଲେ। ମାତ୍ର ଦାଉଦଙ୍କ ହସ୍ତରେ ‌‌ଖ‌ଡ଼୍‌ଗ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ଦାଉଦ ଛାଟିଣୀ ଓ ପଥର ଦ୍ୱାରା ସେହି ପଲେଷ୍ଟୀୟ ଉପରେ ଜୟଲାଭ କଲେ ଓ ପଲେଷ୍ଟୀୟକୁ ଆଘାତ କରି ବଧ କଲେ, ମାତ୍ର ଦାଉଦଙ୍କ ହସ୍ତରେ ଖଡ୍ଗ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ଦାଉଦ ଛାଟିଣୀ ଓ ପଥର ଦ୍ୱାରା ସେହି ପଲେଷ୍ଟୀୟ ଉପରେ ଜୟଲାଭ କଲେ ଓ ପଲେଷ୍ଟୀୟକୁ ଆଘାତ କରି ବଧ କଲେ, ମାତ୍ର ଦାଉଦଙ୍କ ହସ୍ତରେ ଖଡ୍ଗ ନ ଥିଲା।