1 Samuel 17:51 — Compare Translations

5 translations compared side by side

Odia - 1840
"ଦାଉଦ ଦୌଡିୟାଇ ସହେି ପଲେଷ୍ଟୀୟ ଉପରେ ଠିଆ ହେଲେ ଓ ଗଲିଯାତର ଖଡ୍ଗ ଖାପରକ୍ସ୍ଟ କାଢି ତାହାର ମସ୍ତକ ଛଦନେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ଦୌଡ଼ିଯାଇ ସେହି ପଲେଷ୍ଟୀୟ ଉପରେ ଠିଆ ହେଲେ ଓ ତାହାର ଖଡ଼୍‍ଗ ନେଇ ଖାପରୁ କାଢ଼ି ତାହାକୁ ବଧ କଲେ ଓ ତଦ୍ଦ୍ଵାରା ତାହାର ମସ୍ତକ ଛେଦନ କଲେ । ଆଉ ପଲେଷ୍ଟୀୟମାନେ ଆପଣାମାନଙ୍କ ବୀରକୁ ମୃତ ଦେଖି ପଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଦୌଡ଼ିଯାଇ ସେହି ପଲେଷ୍ଟୀୟ ଉପରେ ଠିଆ ହେଲେ ଓ ଗଲିୟାତର ‌‌ଖ‌ଡ଼୍‌ଗ ଖାପରୁ କାଢ଼ି ତାହାର ମସ୍ତକ ଛେଦନ କଲେ। ପଲେଷ୍ଟୀୟମାନେ ଆପଣାମାନଙ୍କ ବୀରକୁ ମୃତ ଦେଖି ପଳାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ଦୌଡ଼ିଯାଇ ସେହି ପଲେଷ୍ଟୀୟ ଉପରେ ଠିଆ ହେଲେ ଓ ତାହାର ଖଡ୍ଗ ଧରି ଖାପରୁ କାଢ଼ି ତାହାକୁ ବଧ କଲେ ଓ ତଦ୍ଦ୍ୱାରା ତାହାର ମସ୍ତକ ଛେଦନ କଲେ। ଆଉ ପଲେଷ୍ଟୀୟମାନେ ଆପଣାମାନଙ୍କ ବୀରକୁ ମୃତ ଦେଖି ପଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ଦୌଡ଼ିଯାଇ ସେହି ପଲେଷ୍ଟୀୟ ଉପରେ ଠିଆ ହେଲେ ଓ ତାହାର ଖଡ୍ଗ ଧରି ଖାପରୁ କାଢ଼ି ତାହାକୁ ବଧ କଲେ ଓ ତଦ୍ଦ୍ୱାରା ତାହାର ମସ୍ତକ ଛେଦନ କଲେ। ଆଉ ପଲେଷ୍ଟୀୟମାନେ ଆପଣାମାନଙ୍କ ବୀରକୁ ମୃତ ଦେଖି ପଳାଇଲେ।