1 Samuel 17:52 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଓ ୟିହକ୍ସ୍ଟଦାର ଲୋକମାନେ ଉଠି ଜଯଧ୍ବନି କଲେ ଓ ସନ୍ନିକଟ ଇକ୍ରୋଣ ଫାଟକ ପର୍ୟ୍ଯନ୍ତ ପଲେଷ୍ଟୀୟମାନଙ୍କ ପେଛ ପେଛ ଗୋଡ଼ାଇଲେ। ତା'ପରେ ସମାନେେ ପଲେଷ୍ଟୀୟମାନଙ୍କୁ ହତ୍ଯା କରି ଶାରଯିମ ପଥରେ ଗାଥ ଓ ଇକୋର୍ଣ ପର୍ୟ୍ଯନ୍ତ ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇସ୍ରାଏଲ ଓ ଯିହୁଦାର ଲୋକମାନେ ଉଠି ଜୟଧ୍ଵନି କଲେ ଓ ଗାଥ୍ ସନ୍ନିକଟ ଓ ଇକ୍ରୋଣ ଦ୍ଵାର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ । ତହିଁରେ ପଲେଷ୍ଟୀୟମାନଙ୍କ ହତ ଲୋକମାନେ ଶାରୟିମ୍ ପଥରେ ଗାଥ୍ ଓ ଇକ୍ରୋଣ ପର୍ଯ୍ୟନ୍ତ ପଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଓ ଯିହୁଦାର ଲୋକମାନେ ଉଠି ଜୟଧ୍ୱନି କଲେ ଓ ସନ୍ନିକଟ ଇକ୍ରୋଣ ଫାଟକ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। ତା’ପରେ ସେମାନେ ପଲେଷ୍ଟୀୟମାନଙ୍କୁ ହତ୍ୟା କରି ଶାରୟିମ ପଥରେ ଗାଥ୍ ଓ ଇକ୍ରୋଣ ପର୍ଯ୍ୟନ୍ତ ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇସ୍ରାଏଲ ଓ ଯିହୁଦାର ଲୋକମାନେ ଉଠି ଜୟଧ୍ୱନି କଲେ ଓ ଗାଥ୍ ନଗର ସନ୍ନିକଟ ଓ ଇକ୍ରୋଣ ଦ୍ୱାର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। ତହିଁରେ ପଲେଷ୍ଟୀୟମାନଙ୍କ ହତ ଲୋକମାନେ ଶାରୟିମ୍ ପଥରେ ଗାଥ୍ ଓ ଇକ୍ରୋଣ ପର୍ଯ୍ୟନ୍ତ ପଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)