1 Samuel 17:53 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ପଲେଷ୍ଟୀୟମାନଙ୍କ ପେଛ ପେଛ ଗୋଡ଼ାଇବାରକ୍ସ୍ଟ ଲେଉଟି ଆସି ସମାନଙ୍କେ ଛାଉଣୀ ଲକ୍ସ୍ଟଟ୍ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପଲେଷ୍ଟୀୟ-ମାନଙ୍କ ପଛେ ପଛେ ଗୋଡ଼ାଇବାରୁ ନେଉଟି ଆସି ସେମାନଙ୍କ ଛାଉଣି ଲୁଟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇବାରୁ ଲେଉଟି ଆସି ସେମାନଙ୍କ ଛାଉଣି ଲୁଟ୍ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇବାରୁ ନେଉଟି ଆସି ସେମାନଙ୍କ ଛାଉଣି ଲୁଟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇବାରୁ ନେଉଟି ଆସି ସେମାନଙ୍କ ଛାଉଣି ଲୁଟ କଲେ।