1 Samuel 17:54 — Compare Translations

5 translations compared side by side

Odia - 1840
"ଦାଉଦ ସହେି ପଲେଷ୍ଟୀୟର ମସ୍ତକ ନଇେ ଯିରୁଶାଲମକୁ ଆଣିଲେ କିନ୍ତୁ ତା'ର ଅସ୍ତ୍ର ଆପଣା ଗୃହ ରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ସେହି ପଲେଷ୍ଟୀୟର ମସ୍ତକ ନେଇ ଯିରୂଶାଲମକୁ ଆଣିଲେ; ମାତ୍ର ତାହାର ସଜ୍ଜା ଆପଣା ତମ୍ଵୁରେ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ସେହି ପଲେଷ୍ଟୀୟର ମସ୍ତକ ନେଇ ଯିରୁଶାଲମକୁ ଆଣିଲେ କିନ୍ତୁ ତା’ର ଅସ୍ତ୍ର ଆପଣା ଗୃହରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦ ସେହି ପଲେଷ୍ଟୀୟର ମସ୍ତକ ନେଇ ଯିରୂଶାଲମକୁ ଆଣିଲେ; ମାତ୍ର ତାହାର ସଜ୍ଜା ଆପଣା ତମ୍ବୁରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାଉଦ ସେହି ପଲେଷ୍ଟୀୟର ମସ୍ତକ ନେଇ ଯିରୂଶାଲମକୁ ଆଣିଲେ; ମାତ୍ର ତାହାର ସଜ୍ଜା ଆପଣା ତମ୍ବୁରେ ରଖିଲେ।