1 Samuel 17:55 — Compare Translations

5 translations compared side by side

Odia - 1840
"ସହେି ପଲେଷ୍ଟୀୟ ବିରକ୍ସ୍ଟଦ୍ଧ ରେ ଦାଉଦଙ୍କକ୍ସ୍ଟ ବାହାରିବାର ଦେଖି ଶାଉଲ ସୈନ୍ଯର ସନୋପତି ଅବନ୍ରକକ୍ସ୍ଟ କହିଲେ, ଅବନର ଏ ୟକ୍ସ୍ଟବକ କାହାର ପକ୍ସ୍ଟତ୍ର?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍ନରକୁ କହିଲେ; ଅବ୍ନର, ଏ ଯୁବା କାହାର ପୁଅ? ଅବ୍ନର କହିଲା, ହେ ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୁଁ କହି ପାରିବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଦାଉଦଙ୍କୁ ଭୟ କରିବାକୁ ଆରମ୍ଭ କଲେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅ‌‌ବ୍‌‌ନରକୁ କହିଲେ, “ଅ‌‌ବ୍‌‌ନର ଏ ଯୁବକ କାହାର ପୁତ୍ର?” ଅ‌‌ବ୍‌‌ନର କହିଲା, “ହେ ମହାରାଜ ଆପଣଙ୍କ ଜୀବନ ପ୍ରମାଣେ ମୁଁ କହି ପାରିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍‍ନରକୁ କହିଲେ; “ଅବ୍‍ନର, ଏ ଯୁବା କାହାର ପୁଅ?” ଅବ୍‍ନର କହିଲା, “ହେ ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୁଁ କହି ପାରିବି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍‍ନରକୁ କହିଲେ; ଅବ୍‍ନର, ଏ ଯୁବା କାହାର ପୁଅ? ଅବ୍‍ନର କହିଲା, ହେ ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୁଁ କହି ପାରିବି ନାହିଁ।