1 Samuel 17:57 — Compare Translations
5 translations compared side by side
Odia - 1840
"ଦାଉଦ ପଲେଷ୍ଟୀୟକକ୍ସ୍ଟ ହତ୍ଯାକରି ପଲେଷ୍ଟୀୟର ମସ୍ତକ ହସ୍ତ ରେ ଧରି ଫରେି ଆସିବା ବେଳେ ଅବନର ତାଙ୍କୁ ନଇେ ଶାଉଲଙ୍କ ନିକଟକକ୍ସ୍ଟ ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦାଉଦ ପଲେଷ୍ଟୀୟକୁ ବଧ କରି ପଲେଷ୍ଟୀୟର ମସ୍ତକ ହସ୍ତରେ ଧରି ଫେରି ଆସିବା ବେଳେ ଅବ୍ନର ତାଙ୍କୁ ନେଇ ଶାଉଲଙ୍କ ସମ୍ମୁଖକୁ ଆଣିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ପଲେଷ୍ଟୀୟକୁ ହତ୍ୟା କରି ପଲେଷ୍ଟୀୟର ମସ୍ତକ ହସ୍ତରେ ଧରି ଫେରି ଆସିବା ବେଳେ ଅବ୍ନର ତାଙ୍କୁ ନେଇ ଶାଉଲଙ୍କ ନିକଟକୁ ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦାଉଦ ପଲେଷ୍ଟୀୟକୁ ବଧ କରି ପଲେଷ୍ଟୀୟର ମସ୍ତକ ହସ୍ତରେ ଧରି ଫେରି ଆସିବା ବେଳେ ଅବ୍ନର ତାଙ୍କୁ ନେଇ ଶାଉଲଙ୍କ ସମ୍ମୁଖକୁ ଆଣିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଦାଉଦ ପଲେଷ୍ଟୀୟକୁ ବଧ କରି ପଲେଷ୍ଟୀୟର ମସ୍ତକ ହସ୍ତରେ ଧରି ଫେରି ଆସିବା ବେଳେ ଅବ୍ନର ତାଙ୍କୁ ନେଇ ଶାଉଲଙ୍କ ସମ୍ମୁଖକୁ ଆଣିଲା।