1 Samuel 17:58 — Compare Translations
5 translations compared side by side
Odia - 1840
"ଶାଉଲ ତାଙ୍କୁ ପଚାରିଲେ, ହେ ୟକ୍ସ୍ଟବକ ତୁମ୍ଭେ କାହାର ପକ୍ସ୍ଟଅ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶାଉଲ ତାଙ୍କୁ ପଚାରିଲେ, ହେ ଯୁବକ, ତୁମ୍ଭେ କାହାର ପୁଅ? ଦାଉଦ ଉତ୍ତର ଦେଲେ, ମୁଁ ଆପଣଙ୍କ ଦାସ ବେଥଲିହିମୀୟ ଯିଶୀର ପୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ତାଙ୍କୁ ପଗ୍ଭରିଲେ, “ହେ ଯୁବକ ତୁମ୍ଭେ କାହାର ପୁଅ?” ଦାଉଦ କହିଲେ, “ମୁଁ ଆପଣଙ୍କ ଦାସ ବୈଥ୍ଲେହମୀୟ ଯିଶୀର ପୁତ୍ର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶାଉଲ ତାଙ୍କୁ ପଚାରିଲେ, “ହେ ଯୁବକ, ତୁମ୍ଭେ କାହାର ପୁଅ?” ଦାଉଦ ଉତ୍ତର ଦେଲେ, “ମୁଁ ଆପଣଙ୍କ ଦାସ ବେଥଲିହିମୀୟ ଯିଶୀର ପୁଅ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶାଉଲ ତାଙ୍କୁ ପଚାରିଲେ, ହେ ଯୁବକ, ତୁମ୍ଭେ କାହାର ପୁଅ? ଦାଉଦ ଉତ୍ତର ଦେଲେ, ମୁଁ ଆପଣଙ୍କ ଦାସ ବେଥଲିହିମୀୟ ଯିଶୀର ପୁଅ।