1 Samuel 17:6 — Compare Translations

5 translations compared side by side

Odia - 1840
"ସେ ଗୋଡ ରେ ପିତ୍ତଳର ସ୍ତ୍ରାଣ ପିନ୍ଧି ଥିଲେ ଓ ସେ ପଛ ରେ ପିତ୍ତଳର ବର୍ଚ୍ଛା ବନ୍ଧା ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ପାଦ ପିତ୍ତଳ-ପତ୍ରରେ ଆବୃତ ଓ ତାହାର କାନ୍ଧରେ ପିତ୍ତଳର ଶଲ୍ୟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଗୋଡ଼ରେ ପିତ୍ତଳର ସ୍ତ୍ରାଣ ପିନ୍ଧି ଥିଲା ଓ ତା’ର ପଛରେ ପିତ୍ତଳର ବର୍ଚ୍ଛା ବନ୍ଧା ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ପାଦ ପିତ୍ତଳ-ପତ୍ରରେ ଆବୃତ ଓ ତାହାର କାନ୍ଧରେ ପିତ୍ତଳର ଶଲ୍ୟ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତାହାର ପାଦ ପିତ୍ତଳ-ପତ୍ରରେ ଆବୃତ ଓ ତାହାର କାନ୍ଧରେ ପିତ୍ତଳର ଶଲ୍ୟ ଥିଲା।