1 Samuel 17:7 — Compare Translations
5 translations compared side by side
Odia - 1840
"ତା'ର ବର୍ଚ୍ଛାର ଦଣ୍ତ ବକ୍ସ୍ଟଣାକାରର କାଠ ତକ୍ସ୍ଟଲ୍ଯ ଓ ଏହାର ପାତର ଓଜନ ଥିଲା, ଛଅ ଶହ ଶକେଲ ଲୌହ ଢାଳର ସମ୍ମକ୍ସ୍ଟଖ ରେ ଥିଲା। ତା'ର ଆଗେ ଆଗେ ତା'ର ଢାଲବାହକ ଗ୍ଭଲିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ବର୍ଚ୍ଛାର ଦଣ୍ତ ତନ୍ତୀର ନରାଜ ତୁଲ୍ୟ ଓ ତାହାର ବର୍ଚ୍ଛାର ଫଳକର ପରିମାଣ ଛଅ ଶହ ଶେକଲ ଲୁହା ଥିଲା; ପୁଣି ତାହା ଆଗେ ଆଗେ ତାହାର ଢାଲ-ବାହକ ଚାଲିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ବର୍ଚ୍ଛାର ଦଣ୍ତ ବୁଣାକାରର କାଠ ତୁଲ୍ୟ ଓ ଏହାର ପାତର ଓଜନ ଥିଲା, ଛଅ ଶହ ଶେକଲ ଲୌହ ଢାଲର ସମ୍ମୁଖରେ ଥିଲା। ତା’ର ଆଗେ ଆଗେ ତା’ର ଢାଲବାହକ ଗ୍ଭଲିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ବର୍ଚ୍ଛାର ଦଣ୍ଡ ତନ୍ତୀର ନରାଜ ତୁଲ୍ୟ ଓ ତାହାର ବର୍ଚ୍ଛାର ଫଳକର ପରିମାଣ ଛଅ ଶହ ଶେକଲ ଲୁହା ଥିଲା; ପୁଣି, ତାହା ଆଗେ ଆଗେ ତାହାର ଢାଲବାହକ ଚାଲିଲା।
Odia IRV 2017 (ଓଡିଆ ବାଇବେଲ)
ତାହାର ବର୍ଚ୍ଛାର ଦଣ୍ଡ ତନ୍ତୀର ନରାଜ ତୁଲ୍ୟ ଓ ତାହାର ବର୍ଚ୍ଛାର ଫଳକର ପରିମାଣ ଛଅ ଶହ ଶେକଲ ଲୁହା ଥିଲା; ପୁଣି, ତାହା ଆଗେ ଆଗେ ତାହାର ଢାଲବାହକ ଚାଲିଲା।